ପଡି ରହିଥିବା ପୁରୁଣା ଧନ ଲାଭ କରିପାରନ୍ତି । କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୁରେଇବା ଭଲ । ମହିଳାଙ୍କ ପାଇଁ ପରିସ୍ଥିତି ଜଟିଳ ହେବ । ଯେତେ ଭଲ କାମ କରିଲେ ଅନ୍ୟମାନେ ଦୋଷ ଖୋଜିବୁଲିବେ ।
ପୁନର୍ବସୁ- ଭାଇ-ଭଉଣୀଙ୍କ ଭିତରେ ସଂପର୍କ ଭଲ ରହିବ । ବ୍ୟବସାୟରେ ସମସ୍ୟା ସତ୍ତ୍ୱେ ଲାଭ ଆଦି ଫଳ ଭୋଗ କରିବେ । ଚାକିରିଆଙ୍କୁ ଅଫିସ୍ କାମରେ ଦୂର ଜାଗାକୁ ଯାତ୍ରା କରିବେ ।
ପୁଷ୍ୟା- ସମାନ ବିଚାର ଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର୍ଯ୍ୟରେ ନିୟୋଜିତ ହୋଇପାରନ୍ତି । ଧନର ଠିକ୍ ଉପଯୋଗ କରିବା ପାଇଁ ଚେଷ୍ଟା କରିବେ । ମହିଳାମାନେ ପରିବାରରେ ପୃଷ୍ଟି ସାଧନ ପାଇଁ ପ୍ରୟାସ କରିବେ।
ଅଶ୍ଳେଷା- କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ। ନୂତନ ଗୃହ ନିର୍ମାଣର ସୁଯୋଗ ଆସିବ । ବିଦ୍ୟାର୍ଥୀମାନେ ପଢାପଢିରେ ମନଭାବ ପ୍ରକାଶ କରିବେ । ଶତ୍ରୁମାନେ ଆପଣଙ୍କୁ ମାଲିମକଦ୍ଦମାରେ ପକାଇ ଖର୍ଚ୍ଚାନ୍ତ କରିପାରନ୍ତି ।
ପ୍ରତିକାର – ବରଗଛ ମୂଳରେ କ୍ଷୀର ଢାଳି ଦିନ ଆରମ୍ଭ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨