ପଡି ରହିଥିବା ପୁରୁଣା ଧନ ଲାଭ କରିପାରନ୍ତି । କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୁରେଇବା ଭଲ । ମହିଳାଙ୍କ ପାଇଁ ପରିସ୍ଥିତି ଜଟିଳ ହେବ । ଯେତେ ଭଲ କାମ କରିଲେ ଅନ୍ୟମାନେ ଦୋଷ ଖୋଜିବୁଲିବେ ।
ଉ- ଫାଲ୍ଗୁନୀ- ଗୋଡରେ କିଛି ସମସ୍ୟା ଦେଖାଦେବ । ବନ୍ଧୁ ମାନଙ୍କର ଅପପ୍ରଚାରରୁ ମାନସିକ ଅଶାନ୍ତି ଦେଖାଦେଇ ପାରେ । ଜୀବନ ସାଥିଙ୍କ ସହିତ ମଧୁର ସମ୍ବନ୍ଧ ରହିବ । ବ୍ୟବସାୟରେ ଲାଭପ୍ରଦ ହେବେ ଓ ସୈଖିନ ଦ୍ରବ୍ୟ ସଂଗ୍ରହ କରିବେ।
ହସ୍ତା- କୃଷି କ୍ଷେତ୍ରରେ ଫସଲ ହାନି ଘଟିପାରେ । ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି । ରାଜନୀତିରେ କୌଣସି ପଦ ବ୍ୟକ୍ତିଙ୍କ ସାନିଦ୍ଧ୍ୟ ପାଇପାରନ୍ତି । କଳା ବିଦ୍ୟା ପ୍ରତି ଆଗ୍ରହ ସୃଷ୍ଟି ହୋଇପାରେ।
ଚିତ୍ରା- ଅଯଥା ବିବାଦ ଭିତରକୁ ଟାଣି ହୋଇ ଯାଇପାରନ୍ତି । ଯେଉଁ କାର୍ଯ୍ୟ କରିବେ ତାହା ଅପ୍ରିୟକର ହୋଇପାରେ । ସ୍ୱାର୍ଥପରତା ଯୋଗୁ ଅନେକ ବନ୍ଧୁ ଆପଣଙ୍କ ଠାରୁ ଦୂରେଇ ଯିବେ।
ପ୍ରତିକାର - ବୁଧଙ୍କର ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫