• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd Febryary 2025: ଆଜି ଏହି ରାଶିର ବ୍ୟକ୍ତି ଦୁର୍ଘଟଣାର ସମ୍ମୁଖୀନ ହୋଇପାରନ୍ତି...

ପଡି ରହିଥିବା ପୁରୁଣା ଧନ ଲାଭ କରିପାରନ୍ତି । କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୁରେଇବା ଭଲ । ମହିଳାଙ୍କ ପାଇଁ ପରିସ୍ଥିତି ଜଟିଳ ହେବ । ଯେତେ ଭଲ କାମ କରିଲେ ଅନ୍ୟମାନେ ଦୋଷ ଖୋଜିବୁଲିବେ ।

Libra

ତୁଳା

Monday 03 Feb 2025

ଚିତ୍ରା- ଦୂରେଇ ଚାଲି ଯାଇଥିବା ବନ୍ଧୁ ଆପଣଙ୍କ ସହ ମିଶିବା ପାଇଁ ଚେଷ୍ଟା କରିବେ । ନୂଆ ବେପାର ଆରମ୍ଭ କରିବା ପାଇଁ ଭାବିବେ । ପିଲାମାନଙ୍କୁ ନେଇ ଗର୍ବିତ ଅନୁଭବ କରିବେ ।

ସ୍ୱାତୀ- କର୍ମକ୍ଷେତ୍ରରେ ସହକର୍ମୀମାନଙ୍କୁ ସହଜରେ ନିଜ କଥାରେ ପ୍ରଭାବିତ କରିବେ । ପଡୋଶୀ ବା କୁଟୁମ୍ୱଙ୍କ ସହିତ ମତାନ୍ତର ଥିଲେ ସମାଧାନ ହୋଇଯିବ । ମହିଳାମାନେ ନିଜ ହାତ ପାହାନ୍ତାରେ ଥିବା ସୁଯୋଗ ହରାଇ ପାରନ୍ତି।

ବିଶାଖା- ଆଇନର ଆଶ୍ରୟ ନେଇ ପାରନ୍ତି । ଶିକ୍ଷାକ୍ଷେତ୍ରରେ ଉଚ୍ଚ ଶ୍ରେଣୀ ପାଇବାସହ ବିଦ୍ୟାର୍ଥିମାନେ ନିଜ କ୍ୟାରିୟର ପାଇଁ ଭଲ ସୁଯୋଗ ପାଇବେ । ପୁଞ୍ଜି ଲଗାଣ ଆଦାନ ପ୍ରଦାନରେ ବିଶେଷ ଲାଭବାନ୍ ହେବେ ।

ପ୍ରତିକାର – ଶନିଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :