ପଡି ରହିଥିବା ପୁରୁଣା ଧନ ଲାଭ କରିପାରନ୍ତି । କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୁରେଇବା ଭଲ । ମହିଳାଙ୍କ ପାଇଁ ପରିସ୍ଥିତି ଜଟିଳ ହେବ । ଯେତେ ଭଲ କାମ କରିଲେ ଅନ୍ୟମାନେ ଦୋଷ ଖୋଜିବୁଲିବେ ।
ବିଶାଖା- ଅଚିହ୍ନା ଲୋକଙ୍କଠାରୁ ସାହାଯ୍ୟ ପାଇବେ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ । ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ । ଆପଣ ନିଜପାଇଁ ସମୟ ବାହାର କରିପାରିବେ ।
ଅନୁରାଧା- ପଛ କଥା ପଛରେ ପକାଇ ଏହି ସମୟର ସଦୁପଯୋଗ କରିପାରିଲେ ଭଲ । ମନରେ ସାହସ ବାନ୍ଧି କୈାଣସି କାମ ଆରମ୍ଭ କରି ପାରିଲେ ଅବଶ୍ୟ ସଫଳତା ପାଇବେ । ବିଦ୍ୟାର୍ଥୀମାନେ ପଢାରେ ସମ୍ମାନ ମିଳିବା ସହିତ ବିଦେଶା ଗତ ହେବାର ସୁଯୋଗ ରହିଛି ।
ଜ୍ୟୋଷ୍ଠା- ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ରାଜନୀତିରେ କୌଣସି କାମକୁ ହାତକୁ ନେବେ । ଘରେ ଚାଲୁଥିବା ମତଭେଦ ମାନସିକ ଚାପ ଦେଇପାରେ । ମହିଳାମାନେ ଈଶ୍ୱର ବିଶ୍ୱାସୀ ହେବେ।
ପ୍ରତିକାର – ମା ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯