ପଡି ରହିଥିବା ପୁରୁଣା ଧନ ଲାଭ କରିପାରନ୍ତି । କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୁରେଇବା ଭଲ । ମହିଳାଙ୍କ ପାଇଁ ପରିସ୍ଥିତି ଜଟିଳ ହେବ । ଯେତେ ଭଲ କାମ କରିଲେ ଅନ୍ୟମାନେ ଦୋଷ ଖୋଜିବୁଲିବେ ।
ମୂଳା- ପ୍ରେମିକପ୍ରେମିକା ଦର୍ଶନୀୟ ସ୍ଥାନକୁ ବୁଲି ଯିବେ । ଅଫିସରେ ଆପଣଙ୍କର କାମରେ ଖୁସି ହୋଇ ସହକର୍ମୀ ଆପଣଙ୍କୁ ପ୍ରଶଂସା କରିବେ । ବ୍ୟବସାୟରେ ବୁଝିବିଚାରି ଭାଗିଦାରୀ କରନ୍ତୁ । ମାନସିକ ସ୍ତରରେ ଉନ୍ନତି ଆସିବ।
ପୂ, ଷାଢା- ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ । ବିଦ୍ୟାର୍ଥୀମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହୀ ହୋଇପାରନ୍ତି । କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ।
ଉ, ଷାଢା- ଜମି କିଣିବା ଲାଗି ସୁନ୍ଦର ସୁଯୋଗ ଅଛି । ସକାରତ୍ମକ ଭାବନା ଆଗକୁ ବଢିବାରେ ସହାୟକ ହେବ । ମହିଳାଙ୍କ ଭାଗ୍ୟ ଉଦୟ ହୋଇପାରେ ।
ପ୍ରତିକାର – ହନୁମାନଙ୍କ ପାଖରେ ବୁନ୍ଦିଲଡୁ ଭୋଗ ଲଗାନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩