• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd Jan 2024: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଧନ ଲାଭର ଯୋଗ ରହିଛି..

ସୈାର ଧନୁମାସ  ପୌଷ କୃଷ୍ଣପକ୍ଷ । ଇଂରାଜୀରେ  ତାରିଖ ୦୩ ବୁଧବାର । ଚନ୍ଦ୍ର- କନ୍ୟା ଅହୋରାତ୍ର, ତିଥି- ୭ମୀ ରାତ୍ରି ୦୭.୪୮ ଗତେ ୮ମୀ, ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର, ଘାତବାର- କର୍କଟ ରାଶିର, ପୁଷ୍କର ଦୋଷ- ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ  ତିଳକାଞ୍ଚନ ଦାନ ଦିବା ୦୨.୪୫ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୦୭.୪୮ ପର୍ଯ୍ୟନ୍ତ

Virgo

କନ୍ୟା

Wednesday 03 Jan 2024

ଉ,ଫଳଗୁନି- ସ୍ୱାସ୍ଥ୍ୟ ପ୍ରାୟତଃ ଭଲ ରହିବ । କୌଣସି ଗୁରୁତ୍ୱ ପୂର୍ଣ୍ଣ କାର୍ଯ୍ୟକୁ ନେଇ ବ୍ୟସ୍ତ ରହିପାରନ୍ତି । ଜରୁରୀ କାମକୁ ମିତ୍ରଙ୍କ ସହାୟତାରେ ପୂରଣ ହେବ । ବ୍ୟକ୍ତିଙ୍କ ମନଭାବକୁ ଶିଘ୍ର ବୁଝିନେବେ ।

ହସ୍ତା- ମହିଳା ମାନେ ଧର୍ମପରାୟଣ ରହିବା ସହିତ ବନ୍ଧୁ ପରିଜନଙ୍କ ପ୍ରିୟଭାଜନ ହେବେ । ବିଦ୍ୟାର୍ଥୀ ମାନେ କୃତିତ୍ୱ ହାସଲ କରିବେ । ପ୍ରଶାସନିକ ସ୍ତରରେ ଭଲ କାମ କରିପାରନ୍ତି ।

ଚିତ୍ରା- କଳା ବିଦ୍ୟା ପ୍ରତି ଆଗ୍ରହ ସୃଷ୍ଟି ହୋଇପାରନ୍ତି । ଗୃହିଣୀ ମାନେ ଗୃହପୋକରଣ ସଂଗ୍ରହ କରି ପାରନ୍ତି । ସଭା ସମିତି ପ୍ରଭୁତିରୁ ଆଶ୍ଵସ୍ଥି ଲାଭ କରିବେ ।

ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :