ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୩ ତାରିଖ ମଙ୍ଗଳବାର। ଚନ୍ଦ୍ର – ବୃଷ (ଅହୋରାତ୍ର),ତିଥି- ୧୨ଶୀ ରାତ୍ରି ୧୦.୦୨ ଗତେ ୧୩ଶୀ,ଘାତ ଚନ୍ଦ୍ର- ବିଛା,(ଅହୋରାତ୍ର)ଘାତ ବାର – ମକର,ପୁଷ୍କର ଦୋଷ – ୩ ପାଦ – କୃଷି, ପଶୁ ଓ ବଂଶହାନି ଭୂମି- ଅନ୍ନ ଓ ତିଳକାଞନ ଦାନ ଦିବା ୦୪.୨୫ ଗତେ ୨ ପାଦ
ମଘା -ପରୋକ୍ଷ ଶତୃତା ପ୍ରତି ସତର୍କ ରହିବା ଭଲ ରହିବ । ସାମାଜିକ ପ୍ରତିଷ୍ଠା ସହିତ ସୁଖ ସୈଭାଗ୍ୟ ପ୍ରଦାନ କରିବ । ବୃତିଗତ ଧନ୍ଦାରୁ ବୈଷୟିକ ଅଭିବୃଦ୍ଧି ଘଟିବ । ଛୋଟବଡ ବିବାଦକୁ ଛାଡିଦେଲେ ସବୁ ଦୃଷ୍ଟିରୁ ଆପଣଙ୍କ ପାଇଁ ଅନୁକୂଳ ରହିବ
ପୂ , ଫାଲଗୁନୀ - ନେତା ବା ଉଚ୍ଚପଦସ୍ଥ ଅଧୀକାରୀଙ୍କ ସହିତ ରହିବାର ସୁଯୋଗ ମିଳିବ । ଶିକ୍ଷାର୍ଥୀ ମାନେ ଶିକ୍ଷାପ୍ରତି ଅଧିକ ôଯତଶୀଳ ରହିବେ । ଯାନ୍ତ୍ରିକ ଶିଳ୍ପ କ୍ଷେତ୍ରରେ ଲାଭବାନ୍ ହୋଇ ଖୁସି ଅନୁଭବ କରିବେ । ମହିଳା ମାନେ ଉତ୍ସାହିତ ରହିବେ
ଉ ,ଫାଲଗୁନୀ –ଆର୍ଥିକ ସକଂଟ ଲାଗି ରହିଲେ ମଧ୍ୟ ନୂତନ କାର୍ୟ୍ୟ ଆରମ୍ଭ କରିବା ପାଇଁ ମନସ୍ଥ କରିବେ । ସ୍ଥିର ମନ ନେଇ କାମ କରିଲେ ସମସ୍ୟାର ସମାଧାନ ହେବାର କାରଣ ଅଛି । ଆଜି ଆପଣଙ୍କ ସାମନାକୁ ନୂଆ ଅବସର ଆସିବ
ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧