ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୩ ତାରିଖ ମଙ୍ଗଳବାର। ଚନ୍ଦ୍ର – ବୃଷ (ଅହୋରାତ୍ର),ତିଥି- ୧୨ଶୀ ରାତ୍ରି ୧୦.୦୨ ଗତେ ୧୩ଶୀ,ଘାତ ଚନ୍ଦ୍ର- ବିଛା,(ଅହୋରାତ୍ର)ଘାତ ବାର – ମକର,ପୁଷ୍କର ଦୋଷ – ୩ ପାଦ – କୃଷି, ପଶୁ ଓ ବଂଶହାନି ଭୂମି- ଅନ୍ନ ଓ ତିଳକାଞନ ଦାନ ଦିବା ୦୪.୨୫ ଗତେ ୨ ପାଦ
ଉ , ଫାଲଗୁନୀ – ଅଧିକ ସମୟ ସମାଲୋଚନାରେ କଟିପାରେ, ଜିଦ୍ ଗୁଣ ପାଇଁ ଅଶାନ୍ତି ବଢିପାରେ । ପ୍ରିୟବ୍ୟକ୍ତଙ୍କ ସହିତ ମିଶିବା ପାଇଁ ଦିନଟି ଭଲ ରହିବ । ଦୀର୍ଘ ଦିନରୁ ଲାଗିରହିଥିବା ସମସ୍ୟାର ସମାଧାନ ହେବ । କର୍ତୁପକ୍ଷ ଆପଣଙ୍କୁ କୌଣସି ଦାୟିତ୍ୱ ଦେବେ
ହସ୍ତା – ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ । କାମକୁ ପୂରା କରିବା ଲାଗି ଯୋଜନା ପ୍ରସ୍ତୁତ କରିବେ ଓ ତହିଁରେ ଲାଭ ମିଳିବ । ବୈବାହିକ ଜୀବନରେ ମଧୁରତା ଆସିବ । ସାଂସୃତିକ ପରିବେଶରେ ଯୋଗ ଦାନ ଦେବେ
ଚିତ୍ରା – କର୍ମ କ୍ଷେତ୍ରରେ ଅନ୍ଧ ଭାବରେ କାର୍ୟ୍ୟ କରିବା ଯୋଗୁ ଅପମାନିତ ହେବେ । ଯୁକ୍ତିଯୁକ୍ତ କଥା କହି ପରିସି୍ଥତିକୁ ସୁଧାରି ନେବେ । ପ୍ରତିଯୋଗିତା ମୂଳକ ପରୀକ୍ଷାରେ ସଫଳତା ପାଇବେ । ଇର୍ଷାପରାୟଣ,ଖଳବ୍ୟକ୍ତି ମାନେ ଶତୃତା କରିଲେ ମଧ୍ୟ କ୍ଷତି ଘଟାଇ ପାରିବେ ନାହିଁ
ପ୍ରତିକାର - ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫