ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୩ ତାରିଖ ମଙ୍ଗଳବାର। ଚନ୍ଦ୍ର – ବୃଷ (ଅହୋରାତ୍ର),ତିଥି- ୧୨ଶୀ ରାତ୍ରି ୧୦.୦୨ ଗତେ ୧୩ଶୀ,ଘାତ ଚନ୍ଦ୍ର- ବିଛା,(ଅହୋରାତ୍ର)ଘାତ ବାର – ମକର,ପୁଷ୍କର ଦୋଷ – ୩ ପାଦ – କୃଷି, ପଶୁ ଓ ବଂଶହାନି ଭୂମି- ଅନ୍ନ ଓ ତିଳକାଞନ ଦାନ ଦିବା ୦୪.୨୫ ଗତେ ୨ ପାଦ
ବିଶାଖା – ପୁରୁଣା ରୋଗ ବ୍ୟାଧ ଜନିତ ପୀଡା ଦୁଶ୍ଚିନ୍ତାର କାରଣ ହୋଇପାରେ । ନିସ୍ପଳତା ଓ ନିରାଶ ଭାବ ଦେଖାଦେବ । ବ୍ୟବସାୟରେ ସୈଜନ୍ୟ ହାନି ଘଟିବ । ଯେଉଁ କାର୍ୟ୍ୟ କରିବେ ତାହା ଅପ୍ରିୟକର ହୋଇପାରେ
ଅନୁରାଧା – ଯାନବାହାନ, ଲାଭ ସାଙ୍ଗକୁ ମନୋରଞନ ଓ ମାଙ୍ଗଳିକ କାମରୁ ଖୁସିରହିବେ । ଅନ୍ୟର ସାହାର୍ୟ୍ୟ, ସମର୍ଥନ ଲକ୍ଷହାସଲରେ ସହାୟକ ହୋଇପାରିବ । ଧର୍ମ ଓ ସାଂସୃତିକ କାର୍ୟ୍ୟରେ ଅଗ୍ରଣି ହୋଇ ସାମାଜିକ ସ୍ଥିତିକୁ ସୁଦୃଢ କରିବେ
ଜ୍ୟେଷ୍ଠା – ଅଯଥା ବିବାଦ ଭିତରକୁ ଟାଣି ହୋଇ ଯାଇ ପାରନ୍ତି । ବ୍ୟବସାୟ, ବାଣିଜ୍ୟରେ ସି୍ଥର ଅବସ୍ଥା ଲାଗି ରହିବ । ପିଲାମାନେ ପାଠ ପଢାରେ ଅଗ୍ରସର ହୋଇ ପାରନ୍ତି । ନୂତନ ଗୃହ ନିର୍ମାଣ କିମ୍ବା ଜମି କ୍ରୟ କରି ପାରନ୍ତି
ପ୍ରତିକାର –ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ ।
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯