ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୩ ତାରିଖ ମଙ୍ଗଳବାର। ଚନ୍ଦ୍ର – ବୃଷ (ଅହୋରାତ୍ର),ତିଥି- ୧୨ଶୀ ରାତ୍ରି ୧୦.୦୨ ଗତେ ୧୩ଶୀ,ଘାତ ଚନ୍ଦ୍ର- ବିଛା,(ଅହୋରାତ୍ର)ଘାତ ବାର – ମକର,ପୁଷ୍କର ଦୋଷ – ୩ ପାଦ – କୃଷି, ପଶୁ ଓ ବଂଶହାନି ଭୂମି- ଅନ୍ନ ଓ ତିଳକାଞନ ଦାନ ଦିବା ୦୪.୨୫ ଗତେ ୨ ପାଦ
ଉ , ଷାଢା - ସବୁ ଭଲ କାମରେ ବିଳମ୍ବିତ ପ୍ରକ୍ରିୟା ଲାଗି ରହିବ । ଯାତ୍ରା ସମୟରେ ଦୁର୍ଘଟଣା ହେବାର ସମ୍ଭାବନା ଦେଖାଦେଇ ପାରେ । ହଜମ ଜନୀତ ସମସ୍ୟା ଦେଖା ଦେଇପାରେ । ବ୍ୟୟ ବୃଦ୍ଧି ଦେଖାଦେଲେ ମଧ୍ୟ , ଆୟ ବଜାୟ ରହିବ
ଶ୍ରବଣା – ଗୃହିଣୀ ମାନେ କର୍ତବ୍ୟପରିୟଣ ରହିବେ । ଯାନବାହନ ଓ ସାମୟିକ ସମସ୍ୟା ଦେଖା ଦେଇପାରେ । ପରୋକ୍ଷ ଷଡଯନ୍ତ୍ର ମନରେ ହତାଶ ଭାବ ଦେଖା ଦେଇପାରେ । ପ୍ରିୟବ୍ୟକ୍ତିଙ୍କୁ ହରାଇ ମାନସିକ ଅସ୍ଥିରତା ଅନୁଭବ କରିବାକୁ
ଧନିଷ୍ଠା - ଧୈର୍ୟ୍ୟ ଓ ସହନଶୀଳତା ସମ୍ବଳ କରି ଲକ୍ଷ୍ୟ ସାଧନ ଦିଗରେ ଆଗେଇ ଚାଲିବେ । କର୍ମକ୍ଷେତ୍ରରେ ଓ କୃଷି କ୍ଷେତ୍ରରେ ଉନ୍ନତି କରିବେ । ସାମାଜିକ ଅନୁଷ୍ଠାନ ଦ୍ୱାରା ସମ୍ନାନିତ ହୋଇପାରନ୍ତି । ରାଜନୈତିକ ନେତା ମାନେ ଶାନ୍ତିକାମୀ ହେବେ
ପ୍ରତିକାର – ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮