• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd January 2025: ଆଜି ଏହି ରାଶିର ବ୍ୟକ୍ତି ସ୍ୱାସ୍ଥ୍ୟଗତ ସମସ୍ୟାରୁ ମୁକ୍ତି ପାଇବେ

ସୌର ଧନୁ ମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀରେ ୩ ତାରିଖ ଶୁକ୍ରବାର । ଚନ୍ଦ୍ର- ମକର ଦିବା ୧୦.୪୭ ଗତେ ୫ମୀ,ତିଥି- ୪ର୍ଥୀ ରାତ୍ରି ୧୧.୩୯ ଗତେ କୁମ୍ଭ,ଘାତଚନ୍ଦ୍ର- ସିଂହ ରାଶିର, ଦିବା ୧୦.୪୭ ଗତେ ମିଥୁନ ଓ ମୀନ ରାଶିର ପୁଷ୍କର ଦୋଷ- ନାସ୍ତି

Cancer

କର୍କଟ

Friday 03 Jan 2025

ପୁନର୍ବସୁ- ସ୍ୱାସ୍ଥ୍ୟ ପ୍ରତି ଅଧିକ ଧ୍ୟାନ ଦେବାକୁ ପଡିପାରେ । ବ୍ୟବସାୟରେ ଚରମ ସଫଳତା ହାସଲ କରିବେ । ନିଜ କାର‌୍ୟ୍ୟ କ୍ଷେତ୍ରରେ ଏକ ବଡ଼ ପଦୋନ୍ନତି ପାଇବାର ସମ୍ଭାବନା ପାଇପାରିବେ

ପୁଷ୍ୟା- ଜୀବନ ସାଥିଙ୍କ ସଫଳତା ଓ ବ୍ୟବହାରରେ ମନ ପ୍ରସନ୍ନ ରହିବ । କୌଣସି କ୍ଷେତ୍ରରେ ଟଙ୍କା ବିନିଯୋଗ କରିବା କ୍ଷତିକାରକ ହୋଇପାରେ । ଛାତ୍ର ଛାତ୍ରୀ ମାନେ ପଢାରେ ମନଯୋଗ ରଖିବା ପାଇଁ ଚେଷ୍ଟା କରିବେ ।

ଅଶ୍ଲେଷା- ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ । ମନୋରଞନ କାର‌୍ୟ୍ୟରେ ଅଶାନ୍ତି ଉପୁଜିବ । ସମସ୍ତଙ୍କୁ ସାଥିରେ ନେଇ ଆଗକୁ ବଢିବେ ।

ପ୍ରତିକାର – ମା ଭୂବନେଶୂରୀଙ୍କ ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :