• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd January 2025: ଆଜି ଏହି ରାଶିର ବ୍ୟକ୍ତି ସ୍ୱାସ୍ଥ୍ୟଗତ ସମସ୍ୟାରୁ ମୁକ୍ତି ପାଇବେ

ସୌର ଧନୁ ମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀରେ ୩ ତାରିଖ ଶୁକ୍ରବାର । ଚନ୍ଦ୍ର- ମକର ଦିବା ୧୦.୪୭ ଗତେ ୫ମୀ,ତିଥି- ୪ର୍ଥୀ ରାତ୍ରି ୧୧.୩୯ ଗତେ କୁମ୍ଭ,ଘାତଚନ୍ଦ୍ର- ସିଂହ ରାଶିର, ଦିବା ୧୦.୪୭ ଗତେ ମିଥୁନ ଓ ମୀନ ରାଶିର ପୁଷ୍କର ଦୋଷ- ନାସ୍ତି

Sagittarius

ଧନୁ

Friday 03 Jan 2025

ଉ,ଷାଢା- ମାନଙ୍କ ସ୍ୱାସ୍ଥ୍ୟ ଚିନ୍ତା ଜନକ ପରିସ୍ଥିତି ସୃଷ୍ଟି କରିପାରେ । ବ୍ୟକ୍ତିଗତ ଆର୍ଥିକ ସନ୍ତୁଳନ ବଜାୟ ରଖିବା ପାଇଁ ବିଶେଷ ପରିଶ୍ରମ କରିବାକୁ ପଡ଼ିବ । କାର‌୍ୟ୍ୟରେ ସଫଳତା ହାସଲ କରିପାରିବେ

ଶ୍ରବଣା- ପ୍ରେମିକ ପ୍ରେମିକା ମାନେ ମନ ଭିତରେ ଥିବା ସନ୍ଦେହକୁ ଦୂରେଇ ଦେଇ ନିକଟତର ହେବେ । ପୂର୍ବରୁ ଅର୍ଜିତ କରିଥିବା ସମ୍ପତିକୁ ନେଇ କିଛି ବିଶେଷ ଯୋଗନା ପ୍ରସ୍ତୁତ କରିପାରନ୍ତି

ଧନିଷ୍ଠା- ଋଣମୁକ୍ତିର ରାସ୍ତା ପରିଷ୍କାର ହେବ । ନିଜର କର୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରିପାରିବେ । ଧାର୍ମିକ କାର‌୍ୟ୍ୟରେ ରୁଚି ବଢିବା ସହ ସମୟ ମଧ୍ୟ ଆନନ୍ଦମୟ ହେବ । ମାଲିମକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ ।

ପ୍ରତିକାର – ସୂର‌୍ୟ୍ୟ ଦେବତାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :