Daily Horoscope 3rd January 2025: ଆଜି ଏହି ରାଶିର ବ୍ୟକ୍ତି ସ୍ୱାସ୍ଥ୍ୟଗତ ସମସ୍ୟାରୁ ମୁକ୍ତି ପାଇବେ

ସୌର ଧନୁ ମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀରେ ୩ ତାରିଖ ଶୁକ୍ରବାର । ଚନ୍ଦ୍ର- ମକର ଦିବା ୧୦.୪୭ ଗତେ ୫ମୀ,ତିଥି- ୪ର୍ଥୀ ରାତ୍ରି ୧୧.୩୯ ଗତେ କୁମ୍ଭ,ଘାତଚନ୍ଦ୍ର- ସିଂହ ରାଶିର, ଦିବା ୧୦.୪୭ ଗତେ ମିଥୁନ ଓ ମୀନ ରାଶିର ପୁଷ୍କର ଦୋଷ- ନାସ୍ତି

Aries

ମେଷ

Friday 03 Jan 2025

ଅଶ୍ୱନୀ–ନିଜ ସ୍ୱାସ୍ଥ୍ୟକୁ ନେଇକି ଅଧିକ ଚିନ୍ତା କରନ୍ତୁ ନାହିଁ । ଗୃହରେ କୈାଣସି ବ୍ୟକ୍ତିଙ୍କ ଠାରୁ ସୁଖ ସୁମ୍ବାଦ ପାଇବେ । କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ ।

ଦ୍ୱିଜା – ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବିଦ୍ୟାର୍ଥୀ ମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖି ବା ଜରୁରୀ ଅଟେ ।

କୃତିକା – ଆୟର ଯଥେଷ୍ଟ ଅର୍ଥ ସାମାଜିକ ଏବଂ ଶୁଭକାର‌୍ୟ୍ୟରେ ଖର୍ଚ୍ଚ କରି ପାରନ୍ତି । ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ । ଖାଲି ସମୟରେ ଆପଣଙ୍କ ଅନ୍ତରଙ୍ଗ ବନ୍ଧୁମାନଙ୍କ ସହିତ ଦେଖାକରିବାକୁ ଯୋଜନା କରିପାରନ୍ତି

ପ୍ରତିକାର - ରୁଟି କୁକୁରକୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :