ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୦୩ ତାରିଖ ସୋମବାର । ଚନ୍ଦ୍ର – ବିଛା ଦିବା ୦୧.୧୭ ଗତେ ଧନୁ, ତିଥି – ପୂର୍ଣ୍ଣିମା ସନ୍ଧ୍ୟା ୦୫.୦୮ ଗତେ ପ୍ରତିପଦ, ଘାତ ଚନ୍ଦ୍ର – ତୁଳା ଓ କୁମ୍ଭ ଅହୋରାତ୍ର, ଘାତ ବାର – ମିଥୁନ, ପୁଷ୍କର ଦୋଷ – ନାସ୍ତି
କୃତିକା - ପାରିବାରିକ ଅଶାନ୍ତିରେ ମନର ଦୁଃଖକୁ ଲୁଚାଇ ରଖି ହସି ହସି କଥା କହିବେ । ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁ ମନରେ ସରସତା ରହିବ ନାହିଁ ।
ରୋହିଣୀ - ସାଂସ୍କୃତିକ କାର୍ଯ୍ୟ, ବାଣିଜ୍ୟ, ଶିଳ୍ପ ଓ ଏଜେନ୍ସିପରୁ ଖୁସି ରହିବେ । ରାଜନୈତିକ କ୍ଷେତ୍ର କିମ୍ବା ପ୍ରଶାସନିକ ସ୍ତରରେ ତତ୍ପରତା ଲାଗି ରହିପାରେ ।
ମୃଗଶିରା - ଅର୍ଥ ସମ୍ପର୍କକୁ ନେଇ ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିବେ। ଶତ୍ରୁତା କଲେ ମଧ୍ୟ ପରେ ବୁଝାବଣାରେ ସମସ୍ୟା ଦୂରେଇ ଯିବ ।
ପ୍ରତିକାର – ଭାର୍ଗବୀଙ୍କର ପୂଜାର୍ଚ୍ଚନା କରନ୍ତୁ ।
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬