ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୦୩ ତାରିଖ ସୋମବାର । ଚନ୍ଦ୍ର – ବିଛା ଦିବା ୦୧.୧୭ ଗତେ ଧନୁ, ତିଥି – ପୂର୍ଣ୍ଣିମା ସନ୍ଧ୍ୟା ୦୫.୦୮ ଗତେ ପ୍ରତିପଦ, ଘାତ ଚନ୍ଦ୍ର – ତୁଳା ଓ କୁମ୍ଭ ଅହୋରାତ୍ର, ଘାତ ବାର – ମିଥୁନ, ପୁଷ୍କର ଦୋଷ – ନାସ୍ତି
ଉ- ଫାଲ୍ଗୁନୀ - ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟମାନଙ୍କୁ ସହଜରେ ବିଶ୍ୱାସ କରିପାରିବେ ନାହିଁ। ଅଧସ୍ତନ କର୍ମଚାରୀଙ୍କ ମନମୁଖିଆ ଚିନ୍ତାଧାରା କେତେ ନୂତନ ସମସ୍ୟା ସୃଷ୍ଟି କରିପାରେ।
ହସ୍ତା - ପାରଷ୍ପରିକ ଆଲୋଚନା ମାଧ୍ୟମରେ ପାରିବାରିକ ତିକ୍ତତାର ସମାପ୍ତି ଘଟିବ । କେତେକ ଅହେତୁକ କାରଣରୁ କାମ ଶେଷ କରିପାରିବେ ନାହିଁ ।
ଚିତ୍ରା- ନିଜର ଲୋକଙ୍କୁ ନେଇ ପ୍ରତ୍ୟେକ କଥାରେ ଆଲୋଚନା ଦ୍ୱାରା ସମସ୍ୟାର ସମାଧାନ ହୋଇଯିବ । ଶିଳ୍ପ, ବାଣିଜ୍ୟ, ଆନୁଷ୍ଠାନିକ କାମରେ ପ୍ରତିବନ୍ଧକ ଦୂରେଇଯିବ।
ପ୍ରତିକାର - ସକାଳୁ କୁକୁର,କାଉକୁ ଖାଇବାକୁ ଦିଅନ୍ତୁ।
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫