• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd July 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ପାଇବେ

ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୩ ତାରିଖ ବୁଧବାର । ଚନ୍ଦ୍ର- ବୃଷ ଅହୋରାତ୍ର। ତିଥି- ଦ୍ୱାଦଶୀ । ପ୍ରାତଃ ୦୭.୧୦ ଗତେ ତ୍ରୟୋଦଶୀ। ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର। ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ପ୍ରାତଃ ୦୭.୧୦ ପର୍ଯ୍ୟନ୍ତ।

Aries

ମେଷ

Wednesday 03 Jul 2024

ଅଶ୍ୱିନୀ- ଶାରିରୀକ ପୀଡା ଭୋଗିଲେ ମଧ୍ୟ ଅନ୍ୟ ସମସ୍ତ କର୍ମରେ ଶୁଭଫଳ ପାଇବେ । ପ୍ରେମିକପ୍ରେମିକାମାନେ ବିଶ୍ୱାସ ଭାଜନ ହେବେ । ନୂଆ ଲୋକଙ୍କ ସହ ସାକ୍ଷାତରେ ଆପଣଙ୍କୁ ଲାଭ ହେବ।

ଦ୍ୱିଜା- ଅଫିସ୍ କାମରେ ସଂପୂର୍ଣ୍ଣ ବ୍ୟସ୍ତ ରହିବେ । ଅଧିକ ଚିନ୍ତା କଲେ ମାନସିକ ଶାନ୍ତି ଭଙ୍ଗ ହେବ । ଦୀର୍ଘଦିନ ଧରି ପ୍ରୟାସ କରି ଆସୁଥିବା କାମରେ ସଫଳ ହେବେ।

କୃତିକା- ମହିଳାମାନଙ୍କୁ ବନ୍ଧୁଙ୍କ ସହଯୋଗ ମିଳିବ । ବନ୍ଧୁ, ପରିଜନକୁ ନିଜର ମନ କଥା କୁହନ୍ତୁ । କୈାଣସି କାମରେ ଯଥେଷ୍ଟ ଲାଭ ହେବ । ପ୍ରେମ ଜୀବନ ଭଲ ରହିବ।

ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :