• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd July 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ପାଇବେ

ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୩ ତାରିଖ ବୁଧବାର । ଚନ୍ଦ୍ର- ବୃଷ ଅହୋରାତ୍ର। ତିଥି- ଦ୍ୱାଦଶୀ । ପ୍ରାତଃ ୦୭.୧୦ ଗତେ ତ୍ରୟୋଦଶୀ। ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର। ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ପ୍ରାତଃ ୦୭.୧୦ ପର୍ଯ୍ୟନ୍ତ।

Taurus

ବୃଷ

Wednesday 03 Jul 2024

କୃତିକା- ବନ୍ଧୁ, ମିତ୍ର ସହକର୍ମୀ ଭାଗୀଦାରୀଙ୍କ ପାଇଁ ବିଶେଷ ଲାଭ ପାଇବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରିବେ । ଦୂର ଯାତ୍ରାରେ କଷ୍ଟ ଅନୁଭବ କରିବେ ।

ରୋହିଣୀ- ଭ୍ରମଣ, ମନୋରଞ୍ଜନକୁ ବେଶୀ ଗୁରୁତ୍ୱ ଦେଇପାରନ୍ତି । ଆପଣ ଆପଣଙ୍କ ଖାଲି ସମୟରେ ଘର ସଫାସଫି କରିବାକୁ ପସନ୍ଦ କରିବେ । ଜୀବନର ଆନନ୍ଦ ନେବାକୁ ହେଲେ ବନ୍ଧୁମାନଙ୍କୁ ସମୟ ଦେବା ଦରକାର।

ମୃଗଶିରା- ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ଖାଦ୍ୟପେୟ ପ୍ରତି ସଜାଗ ରୁହନ୍ତୁ । କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷା ପାଇଁ କଠିନ ପରିଶ୍ରମ କରିବାକୁ ପଡିବ ।

ପ୍ରତିକାର- ମା’ କମଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :