• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd July 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ପାଇବେ

ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୩ ତାରିଖ ବୁଧବାର । ଚନ୍ଦ୍ର- ବୃଷ ଅହୋରାତ୍ର। ତିଥି- ଦ୍ୱାଦଶୀ । ପ୍ରାତଃ ୦୭.୧୦ ଗତେ ତ୍ରୟୋଦଶୀ। ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର। ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ପ୍ରାତଃ ୦୭.୧୦ ପର୍ଯ୍ୟନ୍ତ।

Aquarius

କୁମ୍ଭ

Wednesday 03 Jul 2024

ଧନିଷ୍ଠା- ଜୀବନ ସାଥିଙ୍କ ସହିତ ସମ୍ବନ୍ଧ ମଧୁର ରହିବ । ପ୍ରକୃତିର ଆନନ୍ଦ ନେବା ପାଇଁ ଆଗ୍ରହ ପ୍ରକାଶ କରିବେ । ପ୍ରଶାସନିକ କାମ ଧୈର‌୍ୟ୍ୟର ସହ କରନ୍ତୁ ।

ଶତଭିଷା- ଇଂଜିନିୟରଙ୍କୁ ବଡ କଂପାନୀରେ ଚାକିରିରେ ପ୍ରସ୍ତାବ ମିଳିପାରେ । କୈାଣସି ଜରୁରୀ ଯୋଜନା ସଫଳ ହେବ । ପ୍ରତିଯୋଗିତା ମୂଳକ ପରୀକ୍ଷାରେ ସଫଳତା ପାଇବେ ।

ପୂ,ଭାଦ୍ରପଦ- ଆଇନର ଦ୍ୱାରସ୍ଥ ହେବେ । ଜୀବନସାଥୀର ସମର୍ଥନ ଓ ପ୍ରେମ ପାଇବେ । ସମ୍ମାନିତ ଲୋକଙ୍କ ସହ ମିଶିବେ । ଆପଣଙ୍କ ପାଖକୁ ଧନଲାଭ ହେବା ଭଳି କାମ ଆସିବ।

ପ୍ରତିକାର – ହନୁମାନଙ୍କର ପୂଜା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :