• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd July 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ପାଇବେ

ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୩ ତାରିଖ ବୁଧବାର । ଚନ୍ଦ୍ର- ବୃଷ ଅହୋରାତ୍ର। ତିଥି- ଦ୍ୱାଦଶୀ । ପ୍ରାତଃ ୦୭.୧୦ ଗତେ ତ୍ରୟୋଦଶୀ। ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର। ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ପ୍ରାତଃ ୦୭.୧୦ ପର୍ଯ୍ୟନ୍ତ।

Pisces

ମୀନ

Wednesday 03 Jul 2024

ପୂ,ଭାଦ୍ରପଦ- ବ୍ୟବସାୟରେ ଅଗ୍ରଗତି ଘଟିବ । କୌଣସି ଜିନିଷ ଦ୍ୱାରା ଆଘାତ ପାଇପାରନ୍ତି । ପରିବାରରେ ସମସ୍ତେ ଶାନ୍ତିରେ ସମୟ ଶାନ୍ତିରେ ସମୟ କାଟିବେ ।

ଉ,ଭାଦ୍ରପଦ- ବ୍ୟବସାୟରେ ବାକି ପଡିଥିବା ପଇସା ପାଇବେ । ଛାତ୍ରଙ୍କୁ କୌଣସି ଅଭିଜ୍ଞ ବ୍ୟକ୍ତିଙ୍କଠାରୁ ଭଲ ପରାମର୍ଶ ମିଳିବ । ମହିଳାମାନେ ସବୁ କାର୍ଯ୍ୟକୁ ସମ୍ଭାଳି ନେବେ ।

ରେବତୀ- ଭୂ-ସମ୍ପତ୍ତିକୁ ନେଇ ବିବାଦ ଦେଖାଦେବ । ଅଫିସ୍‌ରେ ଆପଣଙ୍କ କାମ ଦେଖି ସମସ୍ତେ ଖୁସି ହେବେ । କୌଣସି କଳା କ୍ଷେତ୍ରରେ ଅଭିନୟ ପାଇଁ ସୁଯୋଗ ପାଇବେ ।

ପ୍ରତିକାର- କଦଳି ଗଛକୁ ଜଳ ପ୍ରଦାନ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :