• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd July 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ପାଇବେ

ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୩ ତାରିଖ ବୁଧବାର । ଚନ୍ଦ୍ର- ବୃଷ ଅହୋରାତ୍ର। ତିଥି- ଦ୍ୱାଦଶୀ । ପ୍ରାତଃ ୦୭.୧୦ ଗତେ ତ୍ରୟୋଦଶୀ। ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର। ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ପ୍ରାତଃ ୦୭.୧୦ ପର୍ଯ୍ୟନ୍ତ।

Gemini

ମିଥୁନ

Wednesday 03 Jul 2024

ମୃଗଶିରା- ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ । ମନ ଆଧ୍ୟାତ୍ମିକତା ପ୍ରତି ଅଧିକ ରହିବ । ଆପଣଙ୍କ ସମ୍ପର୍କରେ ଆସୁଥିବା ପ୍ରତ୍ୟେକ ଲୋକଙ୍କ ସହ ପ୍ରେମପୂର୍ଣ୍ଣ ବ୍ୟବହାର କରିବେ ।

ଆଦ୍ରା- ବିଦ୍ୟାର୍ଥୀମାନେ ନାନା ସମସ୍ୟାରେ ଆଗେଇବେ । ପ୍ରେମିକାପ୍ରେମିକ ଦର୍ଶନୀୟ ସ୍ଥାନକୁ ବୁଲି ଯିବେ । ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ ।

ପୁନର୍ବସୁ- ମହିଳାମାନଙ୍କୁ ସମ୍ମାନ ଦେବେ । ଶତ୍ରୁ କ୍ଷତି କରିବାକୁ ଚେଷ୍ଟା କଲେ ବି କିଛି କରିପାରିବେ ନାହିଁ । ଲକ୍ଷ୍ୟକୁ ନେଇ ଯାତ୍ରା ସଂପୂର୍ଣ୍ଣ କରିବେ ।

ପ୍ରତିକାର – ମା’ ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :