• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd July 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ପାଇବେ

ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୩ ତାରିଖ ବୁଧବାର । ଚନ୍ଦ୍ର- ବୃଷ ଅହୋରାତ୍ର। ତିଥି- ଦ୍ୱାଦଶୀ । ପ୍ରାତଃ ୦୭.୧୦ ଗତେ ତ୍ରୟୋଦଶୀ। ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର। ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ପ୍ରାତଃ ୦୭.୧୦ ପର୍ଯ୍ୟନ୍ତ।

Cancer

କର୍କଟ

Wednesday 03 Jul 2024

ପୁନର୍ବସୁ- ଉଚ୍ଚ ସମ୍ଭାବନାର ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ । ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ । ବ୍ୟବସାୟରେ ପ୍ରଚୁର ଲାଭ ହୋଇପାରେ ।

ପୁଷ୍ୟା- ଆଶା କରିଥିବା ଖବର ପାଇ ଖୁସି ହୋଇଯିବେ । ପ୍ରେମିକପ୍ରେମିକାମାନଙ୍କର ଅନେକ ଦିନର ଅଭିଳାଷା ପୂର୍ଣ୍ଣ ହେବ । ଧାର ଦେଇଥିବା ଟଙ୍କା ସହଜରେ ହସ୍ତଗତ ହୋଇଯିବ ।

ଅଶ୍ଲେଷା- ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । ପିଲାମାନେ ଯାନବାହନ କିଣିବା ପାଇଁ ଜିଦ୍ ଧରି ପାରନ୍ତି । ଶତ୍ରୁ ଯେତେ ଚେଷ୍ଟା କରିଲେ ମଧ୍ୟ କିଛି କ୍ଷତି କରି ପାରିବେ ନାହିଁ ।

ପ୍ରତିକାର- ଶିବଙ୍କ ସହସ୍ର ନାମ ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :