• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd July 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ପାଇବେ

ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୩ ତାରିଖ ବୁଧବାର । ଚନ୍ଦ୍ର- ବୃଷ ଅହୋରାତ୍ର। ତିଥି- ଦ୍ୱାଦଶୀ । ପ୍ରାତଃ ୦୭.୧୦ ଗତେ ତ୍ରୟୋଦଶୀ। ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର। ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ପ୍ରାତଃ ୦୭.୧୦ ପର୍ଯ୍ୟନ୍ତ।

Leo

ସିଂହ

Wednesday 03 Jul 2024

ମଘା- ସକାରତ୍ମକ ଭାବନା ଘେନି ଆଗକୁ ବଢିବେ । ସରକାରୀ ଚାକିରିଆଙ୍କର ଭଲ ଜାଗାକୁ ବଦଳି ହେବ । ବ୍ୟବସାୟୀଙ୍କୁ ଲାଭ ମିଳିବ । ନିଜର ବିଚାରକୁ ସ୍ପଷ୍ଟ ରୂପେ ବ୍ୟକ୍ତ କରନ୍ତୁ।

ପୂ,ଫାଲଗୁନି- ପଢାପଢିରେ ଶୁଭଫଳ ମିଳିବ । କାର୍ଯ୍ୟକ୍ଷେତ୍ରରେ ଏଭଳି ସୁଯୋଗ ପାଇବେ, ଯାହା ଦ୍ୱାରା ଭବିଷ୍ୟତ ଉଜ୍ଜଳ ହେବ । ନୂଆ ନୂଆ ବନ୍ଧୁ ସୃଷ୍ଟି କରିବେ।

ଉ,ଫାଲଗୁନି- ବହୁ ଦିନର ସ୍ୱପ୍ନ ସାକାର ହେବ । ଆପଣଙ୍କର ଧ୍ୟାନ ଧାର୍ମିକ କାର୍ଯ୍ୟରେ ଲାଗିରହିବ । ନିଜର ପ୍ରତିଭାକୁ ବିକଶିତ କରିବା ଲାଗି ଅବସର ପାଇବେ।

ପ୍ରତିକାର – ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :