• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd July 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ପାଇବେ

ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୩ ତାରିଖ ବୁଧବାର । ଚନ୍ଦ୍ର- ବୃଷ ଅହୋରାତ୍ର। ତିଥି- ଦ୍ୱାଦଶୀ । ପ୍ରାତଃ ୦୭.୧୦ ଗତେ ତ୍ରୟୋଦଶୀ। ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର। ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ପ୍ରାତଃ ୦୭.୧୦ ପର୍ଯ୍ୟନ୍ତ।

Virgo

କନ୍ୟା

Wednesday 03 Jul 2024

ଉ,ଫଳଗୁନି- ଶାରୀରିକ ଅସୁସ୍ଥତା ଦୂରେଇ ଯିବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ସେଥିରେ ପ୍ରଚୁର ଲାଭ ମିଳିବ । ଜୀବନ ସାଥୀଙ୍କ ସହିତ ଶାନ୍ତି ବାତାବରଣ ସୃଷ୍ଟି କରିବେ ।

ହସ୍ତା- ପାରିବାରିକ କ୍ଷେତ୍ରରେ ସ୍ନେହ ସ୍ୱଭାବ ଦେଖାଦେବ । ଶିକ୍ଷାର୍ଥୀଙ୍କ ପଢାରେ ଦେଖାଯାଉଥିବା ପ୍ରତିବନ୍ଧକ ଦୂରେଇ ଯିବ । ନୂଆ କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ ।

ଚିତ୍ରା- ପିଲାମାନଙ୍କ କାର୍ଯ୍ୟ କଳାପରେ ସନ୍ତୁଷ୍ଟି ଲାଭ କରିବେ । ପୁରୁଣା ରୋଗର ପ୍ରକୋପରେ ହଇରାଣ ହୋଇପାରନ୍ତି । ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ ।

ପ୍ରତିକାର-ସର୍ବକାର୍ଯ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :