• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd July 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ପାଇବେ

ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୩ ତାରିଖ ବୁଧବାର । ଚନ୍ଦ୍ର- ବୃଷ ଅହୋରାତ୍ର। ତିଥି- ଦ୍ୱାଦଶୀ । ପ୍ରାତଃ ୦୭.୧୦ ଗତେ ତ୍ରୟୋଦଶୀ। ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର। ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ପ୍ରାତଃ ୦୭.୧୦ ପର୍ଯ୍ୟନ୍ତ।

Libra

ତୁଳା

Wednesday 03 Jul 2024

ଚିତ୍ରା- ପାରିବାରିକ ଜୀବନରେ ଅବହେଳା ପ୍ରଦର୍ଶନ କରିବେ । କୈାଣସି ବିଶେଷ ଖବର ମିଳିବାର ଯୋଗ ଅଛି । କୈାଣସି କାମ ତରବରିଆ ଭାବେ କରନ୍ତୁ ନାହିଁ।

ସ୍ୱାତୀ- ଯେଉଁ କାମ କରିବେ ତାହା ମନ ମୁତାବକ ସଂପୂର୍ଣ୍ଣ ହେବ । ଚାକିରି ଖୋଜୁଥିବା ଲୋକଙ୍କୁ ନିଯୁକ୍ତି ମିଳିବ । ପ୍ରିୟବନ୍ଧୁ ସହ କଥା ହୋଇ ଭଲ ଲାଗିବ।

ବିଶାଖା- ସମ୍ମାନିତ ଲୋକଙ୍କ ସହ ମିଶିବାର ଅବସର ପାଇବେ । ବଡ ଯୋଜନାର ଶୁଭାରମ୍ଭ କରିପାରନ୍ତି । ଆପଣଙ୍କର ତୀବ୍ର ବୁଦ୍ଧି ପାଇଁ ପୁରସ୍କାର ମିଳିବା ଯୋଗ ରହିଛି।

ପ୍ରତିକାର – ଶୁକ୍ରଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :