• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd July 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ପାଇବେ

ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୩ ତାରିଖ ବୁଧବାର । ଚନ୍ଦ୍ର- ବୃଷ ଅହୋରାତ୍ର। ତିଥି- ଦ୍ୱାଦଶୀ । ପ୍ରାତଃ ୦୭.୧୦ ଗତେ ତ୍ରୟୋଦଶୀ। ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର। ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ପ୍ରାତଃ ୦୭.୧୦ ପର୍ଯ୍ୟନ୍ତ।

Scorpio

ବିଛା

Wednesday 03 Jul 2024

ବିଶାଖା- ସ୍ୱାସ୍ଥ୍ୟ ଭଲ ରହିବା ସହ ମନ ପ୍ରସନ୍ନ ରହିବ । ଦୂର ଜାଗାକୁ ଭ୍ରମଣରେ ଯାଇପାରନ୍ତି । ବନ୍ଧୁମାନଙ୍କ ସହିତ ହସ ଖୁସିରେ ସମୟ କାଟିବେ । ପରିବହନରେ ପ୍ରତିଦ୍ୱନ୍ଦ୍ୱିତା ବଢିବ ।

ଅନୁରାଧା- ରାଜନୀତି ସଙ୍ଗଠନ ସୁଦୃଢ ହେବ । କଠିନ ପରିଶ୍ରମ କରୁଥିବା ଛାତ୍ରମାନଙ୍କର ଆଶା ଶେଷରେ ପୂରଣ ହେବ । ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ ।

ଜ୍ୟେଷ୍ଠା- ସଞ୍ଚୟ ଅଧିକ କରି ଖର୍ଚ୍ଚ କମ୍ କରନ୍ତୁ ନଚେତ୍ ହଇରାଣ ହୋଇପାରନ୍ତି । ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି । ମହିଳାମାନଙ୍କର ଗୁରୁଜନମାନଙ୍କ ସହିତ ମତାନ୍ତର ଘଟିପାରେ ।

ପ୍ରତିକାର-ସୂର୍ଯ୍ୟ ଦେବତାଙ୍କୁ ଜଳ ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :