• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd July 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ପାଇବେ

ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୩ ତାରିଖ ବୁଧବାର । ଚନ୍ଦ୍ର- ବୃଷ ଅହୋରାତ୍ର। ତିଥି- ଦ୍ୱାଦଶୀ । ପ୍ରାତଃ ୦୭.୧୦ ଗତେ ତ୍ରୟୋଦଶୀ। ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର। ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ପ୍ରାତଃ ୦୭.୧୦ ପର୍ଯ୍ୟନ୍ତ।

Sagittarius

ଧନୁ

Wednesday 03 Jul 2024

ମୂଳା- ପରିବାରରେ ବାତାବରଣ ଶାନ୍ତିଦାୟକ ରହିବ । ସମ୍ବନ୍ଧରେ ଲାଗି ରହିଥିବା ତିକ୍ତତା ଦୂର ହେବ । ବିବାହ ଯୋଗ୍ୟ ଯୁବକଙ୍କ ଲାଗି ବିବାହ ପ୍ରସ୍ତାବ ଆସିବ ।

ପୂ,ଷାଢା- କର୍ତ୍ତୃପକ୍ଷ ଆପଣଙ୍କୁ କୌଣସି ଦାୟିତ୍ୱ ଦେବେ । ବିଦ୍ୟାର୍ଥୀମାନେ ସଫଳତା ଲାଭ କରିବେ। ଆପଣ କୌଣସି ବିଷୟରେ ବଡ ନିଷ୍ପତ୍ତି ନେଇପାରନ୍ତି।

ଉ,ଷାଢା- ସମ୍ପତ୍ତି ବଢାଇବାର ଯୋଜନା ସଫଳ ହେବେ । ସୁନା ଅଳଙ୍କାର କିଣିବା ଲାଗି ଭାବିବେ । ଭାବିଥିବା କାମରେ ନିଜ ଦକ୍ଷତା ବଳରେ ପୁରା କରିବେ ।

ପ୍ରତିକାର – ପ୍ରତିଦିନ ସକାଳୁ ସୂର୍ଯ୍ୟ ଦେବଙ୍କୁ ଜଳ ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :