• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd July 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ପାଇବେ

ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୩ ତାରିଖ ବୁଧବାର । ଚନ୍ଦ୍ର- ବୃଷ ଅହୋରାତ୍ର। ତିଥି- ଦ୍ୱାଦଶୀ । ପ୍ରାତଃ ୦୭.୧୦ ଗତେ ତ୍ରୟୋଦଶୀ। ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର। ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ପ୍ରାତଃ ୦୭.୧୦ ପର୍ଯ୍ୟନ୍ତ।

Capricorn

ମକର

Wednesday 03 Jul 2024

ଉ,ଷାଢା- ବ୍ୟବସାୟୀ ନିଜର ଜରୁରୀ କାଗଜପତ୍ର ସମ୍ଭାଳି ରଖନ୍ତୁ । କର୍ମକ୍ଷେତ୍ରରେ ଅହେତୁକ ବାଧା ବିଘ୍ନ ଦେଇ ଗତିକରିବେ । ସାଂସାରିକ କ୍ଷେତ୍ରରେ ଭୁଲ ବୁଝାମଣା ଦେଖାଦେବ ।

ଶ୍ରବଣା- କର୍ମକ୍ଷେତ୍ରରେ ବିଭିନ୍ନ ଦିଗରୁ ଆଲୋଚନାର ପାତ୍ର ହେବେ । ଘରେ ବନ୍ଧୁ ମିଳନ ଆମୋଦ ପ୍ରମୋଦର ସୁଅ ଛୁଟିବ । ଆବଶ୍ୟକତାଠାରୁ ଅଧିକ ଧନ ପାଇବେ ।

ଧନିଷ୍ଠା- ଖେଳାଳିଙ୍କ ପାଇଁ ଦିନଟି ଶୁଭ ଦାୟକ ରହିବ । ଭୂ-ସମ୍ପତ୍ତିରେ ଅଧିକ ପଇସା ନିବେଶ କରନ୍ତୁ । ରାଜନୀତିଙ୍କ ନେତାଙ୍କ ଲାଗି ଦିନଟି ଭଲ ରହିବ ।

ପ୍ରତିକାର-ଗରିବ ଲୋକଙ୍କୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :