• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଯାନବାହାନ କ୍ରୟ କରିବାର ଯୋଗ ରହିଛି

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୦୩ ସୋମବାର,ଚନ୍ଦ୍ର- ମେଷ ଅହୋରାତ୍ର,ତିଥି-୧୨ଶୀ ରାତ୍ରି ୧୨.୧୮ ଗତେ ୧୩ଶୀ,ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର,ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ ରାତ୍ରି ୧୨.୧୮ ପର୍ଯ୍ୟନ୍ତ

Aries

ମେଷ

Monday 03 Jun 2024

ଅଶ୍ୱନୀ- ଜୀବନ ସାଥିଙ୍କ ପାଇଁ ଭଲ ତାଳ ମେଳ ବଜାୟ ରହିବ । ବାଣିଜ୍ୟ ବ୍ୟବସାୟରେ ସ୍ଥିର ଅବସ୍ଥା ଲାଗି ରହିବ ।ଶରୀର ଭଲ ରହିବା ସହିତ ମିଷ୍ଠାନ ଭୋଜନର ଯୋଗ ରହିଛି

ଦ୍ୱିଜା- ଛାତ୍ର ଛାତ୍ରୀ ମାନେ ପଢାରେ ମନଯୋଗ ରଖିବା ପାଇଁ ଚେଷ୍ଟା କରିବେ । ଆପଣଙ୍କ ପାଇଁ ଟଙ୍କା ରୋଜଗାର କରିବାର ଅନେକ ସରଳ ଉପାୟ ମିଳିବ । ଘରକୁ ବନ୍ଧୁ ଆସିବା ହେତୁ ଖୁସିର ମାହୋଲ ରହିବ ।

କୃତିକା- ସଭାସମିତିରେ ସୀମା ଭିତରେ ରହିବା ଭଲ । ମହିଳା ମାନେ ଦର୍ଶନାଭିଳାଷି ହେବେ । ଆର୍ôଥକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି ।

ପ୍ରତିକାର- ଠାକୁରଙ୍କ ଚନ୍ଦନକୁ କପାଳରେ ଲଗାନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :