• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଯାନବାହାନ କ୍ରୟ କରିବାର ଯୋଗ ରହିଛି

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୦୩ ସୋମବାର,ଚନ୍ଦ୍ର- ମେଷ ଅହୋରାତ୍ର,ତିଥି-୧୨ଶୀ ରାତ୍ରି ୧୨.୧୮ ଗତେ ୧୩ଶୀ,ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର,ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ ରାତ୍ରି ୧୨.୧୮ ପର୍ଯ୍ୟନ୍ତ

Aquarius

କୁମ୍ଭ

Monday 03 Jun 2024

ଧନିଷ୍ଠା- କର୍ମକ୍ଷେତ୍ରରେ ସମସ୍ୟା ସମାଧାନ ଓ ସନ୍ତାନ ହେତୁକ ଗୈାରବ ବୃଦ୍ଧିର ପ୍ରତୀକ ହେବ। ତଥାପି ପାରିବାରିକ କ୍ଷେତ୍ର, ଆନୁଷ୍ଠାନିକ କାମ ସକାଶେ ପ୍ରତିକୁଳ ପରିସ୍ଥିତି ସୃଷ୍ଟିର ଆଶଙ୍କା ଦେଖା ଦେଇପାରେ।

ଶତଭିଷା- ବିଭିନ୍ନ ଯୋଜନା କ୍ଷେତ୍ରରେ ଅନୁକୂଳ ବାତାବରଣ ସୃଷ୍ଟି ହେବ। ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟାର ସମାଧାନ ହୋଇଯିବ। ଆର୍ଥିକ ସହୟତା ପାଇ ଅଫିସରେ କାମ କରିନେବେ । ଆଧାତ୍ମିକ ଦିଗ ପ୍ରତି ଆଗ୍ରହ ବଢିବ

ପୂ,ଭାଦ୍ରପଦ- ଲୋକ ମାନଙ୍କ ସହଯୋଗ ଆପଣଙ୍କ ମନବଳକୁ ସୁଦୃଢ କରିବ ।

ଧର୍ମକାର‌୍ୟ୍ୟରେ ଅର୍ଥବ୍ୟୟ କରିବେ। ଜମିଜମା,ଗୃହସୀମା, ନିର୍ମାଣ, କୋର୍ଟକଚେରି ମାମଲା କ୍ଷେତ୍ରରେ ସଂକଟ ଜନକ ସ୍ଥିତି ସୃଷ୍ଟି ହେବ।

ପ୍ରତିକାର- ଅସାହ୍ୟ ଲୋକଙ୍କୁ ସାହାର୍ଯ୍ୟ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :