• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଯାନବାହାନ କ୍ରୟ କରିବାର ଯୋଗ ରହିଛି

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୦୩ ସୋମବାର,ଚନ୍ଦ୍ର- ମେଷ ଅହୋରାତ୍ର,ତିଥି-୧୨ଶୀ ରାତ୍ରି ୧୨.୧୮ ଗତେ ୧୩ଶୀ,ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର,ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ ରାତ୍ରି ୧୨.୧୮ ପର୍ଯ୍ୟନ୍ତ

Gemini

ମିଥୁନ

Monday 03 Jun 2024

ମୃଗଶିରା- କର୍ମ କ୍ଷେତ୍ରରେ ଉନ୍ନତିକର କାର୍ଯ୍ୟ କରିବେ । ସ୍ୱାସ୍ଥ୍ୟରେ ଅବନ୍ନତି ଘଟିପାରେ । ଦାମ୍ପତ୍ୟ ସମ୍ବନ୍ଧରେ ମିଷ୍ଟତା ଭରି ରହିବ । ଅନ୍ୟକାମରେ ନିଜର ମତ ଦେବାରୁ ନିବୃତ ରୁହନ୍ତୁ

ଆଦ୍ରା- ରାଜନୈତିକ ପୃଷ୍ଟ ପୋଷକତା ଲାଭ କରିବେ । ପିଲାଙ୍କ କ୍ୟାରିୟର ପାଇଁ ମହତ୍ୱପୂର୍ଣ୍ଣ ନିଷ୍ପତି ନେଇପାରନ୍ତି । ସରକାରୀ ସାହାର‌୍ୟ୍ୟରୁ ଅର୍ଥ ଲାଭ ହୋଇପାରେ

ପୁନର୍ବସୁ- ମହିଳା ମାନେ ଆଭୁଷଣ ପ୍ରିୟ ହେବେ । ଆର୍ଥିକ ସ୍ଥିତିକୁ ସୁଧାରିବା ପାଇଁ ପ୍ରୟାସ କରିବେ। ବିବାଦିୟ ଘଟଣାରେ ବିଜୟଲାଭ କରିପାରନ୍ତି ।

ପ୍ରତିକାର – ଦର୍ତାତ୍ରେୟଙ୍କର ପୂଜା କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :