• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଯାନବାହାନ କ୍ରୟ କରିବାର ଯୋଗ ରହିଛି

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୦୩ ସୋମବାର,ଚନ୍ଦ୍ର- ମେଷ ଅହୋରାତ୍ର,ତିଥି-୧୨ଶୀ ରାତ୍ରି ୧୨.୧୮ ଗତେ ୧୩ଶୀ,ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର,ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ ରାତ୍ରି ୧୨.୧୮ ପର୍ଯ୍ୟନ୍ତ

Cancer

କର୍କଟ

Monday 03 Jun 2024

ପୁନର୍ବସୁ- ପରିବାର ସଦସ୍ୟଙ୍କ କାର‌୍ୟ୍ୟକଳାପ ଅସନ୍ତୋଷ ସୃଷ୍ଟି କରିପାରେ। ଆଲୋଚନା କାଳରେ କିଛି କହିବା ଅପେକ୍ଷା ବରଂ ନୀରବ ରହିପାରିଲେ ଭଲ ହେବ। ବହୁତ ସମୟ ଧରି ଭ୍ରମଣ କାରଣରୁ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ।

ପୁଷ୍ୟା- ସମସ୍ୟା ମଧ୍ୟରେ ବୁଡ଼ି ରହି ଆପଣଙ୍କ ଦୈନ୍ୟଯୁକ୍ତ କଥା ଭାବମୂର୍ତ୍ତିକୁ କ୍ଷୁଣ୍ଣ କରିବ। ତଥାପି ଆନୁଷଙ୍ଗିକ ସୁବିଧା ସୁଯୋଗ ଲାଭକରି ବହୁତ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ କରିପାରିବେ। ଦକ୍ଷତା କାରଣରୁ କର୍ମକ୍ଷେତ୍ରରେ ପଦୋନ୍ନତି ଘଟିବାର ସୂଚନା ପାଇବେ।

ଅଶ୍ଲେଷା- ଶିଳ୍ପ, ବାଣିଜ୍ୟ ଓ ପରିବହନରେ ପ୍ରତିବନ୍ଧକ ଦୁଶ୍ଚିନ୍ତର କାରଣ ହୋଇପାରେ। ସାମାଜିକ ସ୍ତରରେ ବନ୍ଧୁମାନଙ୍କ ଦ୍ୱାରା କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଆବଶ୍ୟକତା ଉପଲବ୍ଧି କରି ଗୃହୋପକରଣ ସାମଗ୍ରୀ କ୍ରୟ କରିପାରନ୍ତି।

ପ୍ରତିକାର – କୈାଣସି ଭୋକିଲା ଲୋକଙ୍କୁ ଖାଦ୍ୟ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :