• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଯାନବାହାନ କ୍ରୟ କରିବାର ଯୋଗ ରହିଛି

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୦୩ ସୋମବାର,ଚନ୍ଦ୍ର- ମେଷ ଅହୋରାତ୍ର,ତିଥି-୧୨ଶୀ ରାତ୍ରି ୧୨.୧୮ ଗତେ ୧୩ଶୀ,ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର,ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ ରାତ୍ରି ୧୨.୧୮ ପର୍ଯ୍ୟନ୍ତ

Leo

ସିଂହ

Monday 03 Jun 2024

ମଘା- କର୍ମକ୍ଷେତ୍ରରେ ଏକାଧିକ କାମ ହାତକୁ ନେଇ ବ୍ୟସ୍ତବିବ୍ରତ ହୋଇପାରନ୍ତି । ବ୍ୟବସାୟରେ ଅନୁକୂଳ ବାତାବରଣ ଆସିବା ସହିତ ଧନ ବୃଦ୍ଧି ହୋଇପାରେ । ଯେଉଁ କାମ କରିବେ ସେଥିରେ ସଫଳତା ହାସଲ କରିବେ ।

ପୂ,ଫାଲଗୁନି- ରାଜନିତି କ୍ଷେତ୍ରରେ ବିଜୟ ଲାଭ କରିବେ । ଶିକ୍ଷାତ୍ରି ମାନେ ଅଧ୍ୟୟନ ରତ ରହିବେ । ସାମାଜିକ ଗଣ ମାଧ୍ୟମରୁ ସହଯୋଗ ପାଇବେ । ଅଫିସ୍ ରେ ନୂଆ କର୍ମଚାରୀଙ୍କ ସାକ୍ଷାତରେ କିଛି ନୂଆ ମଉକା ପାଇପାରିବେ ।

ଉ,ଫାଲଗୁନି- ସଭାସମିତି ଓ ସାହିତ୍ୟ, ସାମ୍ବାଦିକତା, ଏଜଜେନ୍ଶିପରୁ ପ୍ରଶଂସିତ ହେବେ। ଓକିଲଙ୍କ ଲାଗି ଦିନଟି ଫଳପ୍ରଦ ହେବ । ସରକାରୀ ସ୍ତରରୁ କୌଣସି ଶୁଭଖବର ଶୁଣି ମନ

ପ୍ରତିକାର – ମାତଙ୍ଗୀଙ୍କର ପୂଜା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :