• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଯାନବାହାନ କ୍ରୟ କରିବାର ଯୋଗ ରହିଛି

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୦୩ ସୋମବାର,ଚନ୍ଦ୍ର- ମେଷ ଅହୋରାତ୍ର,ତିଥି-୧୨ଶୀ ରାତ୍ରି ୧୨.୧୮ ଗତେ ୧୩ଶୀ,ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର,ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ ରାତ୍ରି ୧୨.୧୮ ପର୍ଯ୍ୟନ୍ତ

Libra

ତୁଳା

Monday 03 Jun 2024

ଚିତ୍ରା- କର୍ମକ୍ଷେତ୍ରରେ ଅବହେଳା କରି ବିଫଳ ପାଇବେ । ନୂଆ ସଂପର୍କ ଯୋଡିବା ପାଇଁ ଚେଷ୍ଟା କରିବେ । ସାମାଜିକ ପ୍ରତିଷ୍ଠା ବଢିପାରେ । ବନ୍ଧୁ ବାନ୍ଧବଙ୍କ ସ୍ୱାର୍ଥପ୍ରବଣତାର ଅଭିବୃଦ୍ଧି ଘଟିବ ।

ସ୍ୱାତୀ- ବିଭିନ୍ନ ଦିଗରୁ ସାହାଯ୍ୟ ପାଇଲେ ମଧ୍ୟ ଆଜିର କାମ ଗୁଡିକ ସକାଶେ ହନ୍ତସନ୍ତ ହେବାକୁ ପଡିବ। ପରିସ୍ଥିତିରେ ପଡି ଇଚ୍ଛା ନ ଥିଲେ ମଧ୍ୟ କେତେକ କାମ ସକାଶେ ବହୁତ ଅର୍ଥବ୍ୟୟର ସମ୍ଭାବନା ରହିଛି।

ବିଶାଖା- ଘରଲୋକଙ୍କୁ ଅବିଶ୍ୱାସ କରିବା ସଙ୍ଗକୁ ପରକଥାକୁ ବିଶ୍ୱାସ କରି ହଇରାଣରେ ପଡ଼ିପାରନ୍ତି। କଚେରି ମାମଲା, ଘରୋଇ ଟେନ୍ସନ ଦୂର ହେବ । ଆଲୋଚନା ଅନୁଯାୟୀ କାମ ସବୁ ଠିକ୍ରେ ହୋଇଯିବ ।

ପ୍ରତିକାର – ଦେବୀ ମନ୍ଦିରରେ ଫୁଲ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :