• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଯାନବାହାନ କ୍ରୟ କରିବାର ଯୋଗ ରହିଛି

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୦୩ ସୋମବାର,ଚନ୍ଦ୍ର- ମେଷ ଅହୋରାତ୍ର,ତିଥି-୧୨ଶୀ ରାତ୍ରି ୧୨.୧୮ ଗତେ ୧୩ଶୀ,ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର,ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ ରାତ୍ରି ୧୨.୧୮ ପର୍ଯ୍ୟନ୍ତ

Scorpio

ବିଛା

Monday 03 Jun 2024

ବିଶାଖା-ପାରିବାରିକ ସମସ୍ୟା ସମାଧାନ ସକାଶେ ବନ୍ଧୁ ମାର୍ଗଦର୍ଶକ ସାଜିବେ । ନିର୍ମାଣଧିନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପ୍ରତିବନ୍ଧକ ଦୂରହେବ । ବ୍ୟବସାୟ କ୍ଷେତ୍ରରେ କିଛି ନୂଆ କରିବାପାଇଁ ଚେଷ୍ଟା କରିପାରନ୍ତି ।

ଅନୁରାଧା-ଅଟକିଥିବା କାର୍ଯ୍ୟ ଚାଲୁ ହେବ । ବିଦ୍ୟାରେ ଉନ୍ନତି ହେବା ସହ ଆଶାଜନକ ଫଳ ପ୍ରାପ୍ତି ହେବ । କ୍ରିଡା, ପ୍ରତିଦ୍ୱନ୍ଦିତା, ପ୍ରତିଯୋଗୀଥଅ ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ ।

ଜ୍ୟେଷ୍ଠା-ଅତି ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ପାଇଁ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ଆବଶ୍ୟକତା ପୂରଣ ଦିଗରେ ବହୁତ ଖର୍ଚ୍ଚାନ୍ତ ହୋଇ ପାରନ୍ତି । କୌଣସି ସାମାଜିକ କାମରେ ବିଶେଷ ସମୟ ନେବାକୁ ବାଧ୍ୟ ହେବେ ।

ପ୍ରତିକାର – ମା ବଗଳାମୁଖୀଙ୍କ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :