• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଯାନବାହାନ କ୍ରୟ କରିବାର ଯୋଗ ରହିଛି

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୦୩ ସୋମବାର,ଚନ୍ଦ୍ର- ମେଷ ଅହୋରାତ୍ର,ତିଥି-୧୨ଶୀ ରାତ୍ରି ୧୨.୧୮ ଗତେ ୧୩ଶୀ,ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର,ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ ରାତ୍ରି ୧୨.୧୮ ପର୍ଯ୍ୟନ୍ତ

Sagittarius

ଧନୁ

Monday 03 Jun 2024

ମୂଳା- ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ବ୍ୟବସାୟ ପଥ ସୁଗମ ହେବ , ଆୟ ଅବ୍ୟହତ ହେବ। ଆଜି ହିଁ ଶେଷ କରିବାକୁ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହୋଇଯିବ। ପ୍ରତ୍ୟେକ କ୍ଷେତ୍ରରେ ଘଟଣା ଗୁଡିକ ଅସ୍ୱାଭାବିକ ଭାବେ ଚିନ୍ତା କରିବେ ।

ପୂ,ଷାଢା- ଆର୍ଥିକ ଅନଟନ ଆଜିର ମୁଖ୍ୟ ସମସ୍ୟା ହେବା କାରଣରୁ ବିଶେଷ ଚିନ୍ତିତ ହୋଇପାରନ୍ତି । ଶିକ୍ଷାର୍ଥୀ ମାନେ ଦେଇଥିବା ପରିକ୍ଷାରେ କୃତକାର‌୍ୟ୍ୟ ହେବେ । ସଭା ସମିତିର କଥା ଆପଣଙ୍କ ସପକ୍ଷରେ ଯିବ ।

ଉ,ଷାଢା- ରାଜନୈତିକ କ୍ଷେତ୍ରରେ ଉଚ୍ଚ ପ୍ରଂଶସିତ ହେବେ । ଜାଗା, ଜମି, ବାହନ ଆଦି କ୍ରୟ କରି ପାରିବେ । ଦୂର ଯାତ୍ରାର ସୁଯୋଗ ପାଇ ପାରନ୍ତି ।

ପ୍ରତିକାର – ଶ୍ରୀ ରାମଙ୍କୁ ଆରଧନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :