• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd Mar 2024: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଖୁବ୍ ଲାଭ ଦାୟକ

ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ଦିବା ୦୮.୪୫ ଗତେ ୧ ପାଦ-କୃଷିହାନି-ଭୂମିଦାନ।

Taurus

ବୃଷ

Sunday 03 Mar 2024

କୃତିକା- କର୍ମ କ୍ଷେତ୍ରରେ ଭାବୁଥିବା କାମଟିକୁ କଷ୍ଟସାଧ୍ୟ ପୁରା କରିବେ । ପ୍ରେମ ସମ୍ପର୍କ ଭଲ ରହିବ । କୌଣସି ନିଷ୍ପତ୍ତି ନେବା ପୂର୍ବରୁ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ । ଲମ୍ବା ସମୟ ଧରି ଅଟକି ରହିଥିବା କାମକୁ ସମ୍ପୂର୍ଣ୍ଣ କରିବେ । 
ରୋହିଣୀ- ସନ୍ତାନ ମାନଙ୍କ ସଫଳତାକୁ ଦେଖି ଆପଣ ଖୁସି ଅନୁଭବ କରିବେ । ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ । ବାଦବିବାଦ କ୍ରମେ ଜଟିଳ ହେବ କିନ୍ତୁ ଆପଣ ସଫଳତା ହାସଲ କରିବେ । 
ମୃଗଶିରା- ମହିଳାମାନେ କଠିନ ପରିଶ୍ରମ କରିବେ । ମାଲିମକଦ୍ଦମାର ଶୁଣାଣି ଆପଣଙ୍କ ବିପକ୍ଷରେ ଯିବା ସହିତ ଦଣ୍ଡବିଧାନ ହୋଇ ନଥାଏ । ଅନ୍ୟମାନଙ୍କୁ ଭାବିଚିନ୍ତି କଥା କୁହନ୍ତୁ । ଆପଣଙ୍କ ପିଲା ବ୍ୟବସାୟ କାମରେ ଆପଣଙ୍କୁ ସହଯୋଗ କରିବେ । 


ପ୍ରତିକାର – ମା କଟକଚଣ୍ତିଙ୍କ ମନ୍ତ୍ର ପାଠ କରନ୍ତୁ 

 

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :