• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd Mar 2024: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଖୁବ୍ ଲାଭ ଦାୟକ

ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ଦିବା ୦୮.୪୫ ଗତେ ୧ ପାଦ-କୃଷିହାନି-ଭୂମିଦାନ।

Aquarius

କୁମ୍ଭ

Sunday 03 Mar 2024

ଧନିଷ୍ଠା- ସ୍ୱାସ୍ଥ୍ୟରେ ସୁଧାର ସାଙ୍ଗକୁ ମାନସିକ ସ୍ଥିରତା ଅକ୍ଷୁର୍ଣ୍ଣ ରହିବ । କର୍ମକ୍ଷେତ୍ରରେ ଦକ୍ଷତା ବୃଦ୍ଧି ସହ ସହକର୍ମୀ ସହନାଭୂତି ପ୍ରଦର୍ଶନ କରିବେ । ପିଲାମାନଙ୍କ ସହିତ ହସଖୁସିରେ ସମୟ ବିତାଇବେ । ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ । 
ଶତଭିଷା- ଗରିବ ଲୋକଙ୍କୁ ଖୁସି ମନରେ ଦାନ ଧର୍ମ କଲେ ମାନସିକ ଅଶାନ୍ତିରୁ ମୁକ୍ତି ପାଇବେ । ଚଳଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଂଶସା ପାଇବେ । ରାଜନୈତିକ ସାହାଯ୍ୟ ସହଯୋଗ ମିଳିବ । ଉଚ୍ଚଶିକ୍ଷା  ପାଇଁ  ବିଦେଶାଗତ ହୋଇପାରନ୍ତି।
ପୂ,ଭାଦ୍ରପଦ- ରାଜନୈତିକ କ୍ଷେତ୍ରରେ ସମସ୍ୟା ସମାଧାନ କରିପାରିବେ । ଅଦାଲତରେ ସଫଳତା ହାସଲ କରି ଆନନ୍ଦ ଅନୁଭବ କରିବେ । ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ । ସାମ୍ବାଦିକ କ୍ଷେତ୍ରରେ କାର୍ଯ୍ୟରତ ବ୍ୟକ୍ତିମାନଙ୍କ ପାଇଁ ଭଲ ସମୟ ଆସିପାରେ।


ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

 

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :