• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd Mar 2024: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଖୁବ୍ ଲାଭ ଦାୟକ

ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ଦିବା ୦୮.୪୫ ଗତେ ୧ ପାଦ-କୃଷିହାନି-ଭୂମିଦାନ।

Pisces

ମୀନ

Sunday 03 Mar 2024

ପୂ,ଭାଦ୍ରପଦ- କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂଆ ସମ୍ପର୍କରୁ ଖୁସି ରହିବେ । ନୂଆ କାର୍ଯ୍ୟ ପାଇଁ ଯୋଜନା କରିପାରନ୍ତି, ଯାହା ଆପଣଙ୍କୁ ସଫଳତା ଆଣିଦେବ।
ଉ,ଭାଦ୍ରପଦ- ପାରିବାରିକ ଜୀବନରେ ବୁଝାବଣା ନେଇ ତିକ୍ତତା ଦୂରେଇବାରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ । ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ । ରୋଜଗାରର ବୃଦ୍ଧି ପାଇଁ ଅନ୍ୟର ସହଯୋଗ ମିଳିବ ।
ରେବତୀ- ଜମିବାଡି ସମସ୍ୟାର ସ୍ଥିତି ଆପଣଙ୍କ ସପକ୍ଷରେ ରହିବ । ଆପଣଙ୍କ ହସମୁଖ ସ୍ୱଭାବ ଅନ୍ୟ ମାନଙ୍କୁ ଖୁସି ରଖିବ । ନିଜର ଧନ ସମ୍ପତ୍ତିକୁ  ସୁରକ୍ଷିତ ରଖିବାପାଇଁ ଚେଷ୍ଟା କରନ୍ତୁ।


ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

 

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :