• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd Mar 2024: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଖୁବ୍ ଲାଭ ଦାୟକ

ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ଦିବା ୦୮.୪୫ ଗତେ ୧ ପାଦ-କୃଷିହାନି-ଭୂମିଦାନ।

Gemini

ମିଥୁନ

Sunday 03 Mar 2024

ମୃଗଶିରା- ଜୀବନ ସାଥୀ ଓ ପରିଜନଙ୍କ ସ୍ନେହ ପାଇବେ । ବ୍ୟବସାୟ, ବାଣିଜ୍ୟରେ ଅବସ୍ଥା ଲାଗି ରହିବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହାୟତା ଯୋଗୁଁ କାମଗୁଡିକ ସହଜ ହୋଇଯିବ । ସଭା ସମିତି ପ୍ରଭୃତିରୁ ଆଶ୍ୱସ୍ତି ଲାଭ କରିବେ । 
ଆଦ୍ରା- ପ୍ରଶାସନିକ କ୍ଷେତ୍ରରେ ସାହାଯ୍ୟ ପାଇବେ । ଆର୍ଥିକ ସହାୟତା ପାଇ ଅଫିସରେ କାମ କରିନେବେ । ଆଧ୍ୟାତ୍ମିକ ଦିଗ ପ୍ରତି ଆଗ୍ରହ ବଢିବ । ଆଜି କିଛି ଭଲ ଖବର ମିଳିବ ଯାହାକୁ ନେଇ ପୁରା ଦିନ ମନ ପ୍ରସନ୍ନ ରହିବ । 
ପୁନର୍ବସୁ- ମହିଳାମାନେ ଅନ୍ୟକୁ ସାହାଯ୍ୟ କରିବେ । ଆକସ୍ମିକ ଭାବରେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । ଗଠନମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଯାନବାହାନ, ସଭାସମିତି, ପାରିବାରିକ ସମସ୍ୟା ନେଇ ଚିନ୍ତାରେ ରହିବେ । 


ପ୍ରତିକାର – ବୁଧଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

 

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :