• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd Mar 2024: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଖୁବ୍ ଲାଭ ଦାୟକ

ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ଦିବା ୦୮.୪୫ ଗତେ ୧ ପାଦ-କୃଷିହାନି-ଭୂମିଦାନ।

Cancer

କର୍କଟ

Sunday 03 Mar 2024

ପୁନର୍ବସୁ- ଅର୍ଥ ଆୟ କରିବା ସହିତ ମାନସମ୍ମାନ ପାଇବେ । ପ୍ରତ୍ୟେକ କ୍ଷେତ୍ରରେ ଘଟଣାଗୁଡିକ ଅସ୍ୱାଭାବିକ ଭାବେ ଚିନ୍ତା କରିବେ । ଅପୂରଣୀୟ ଅଭିଳାଶ ନେଇ ଦୁଃଖ ଅନୁଭବ କରିବେ । ଶୁଣା କଥାକୁ ବିଶ୍ୱାସ କରିଲେ ଅସୁବିଧାରେ ପଡିପାରନ୍ତି।
ପୁଷ୍ୟା- ଅଫିସରୁ ଆସିଲା ବେଳେ ନିଜ ମନ ପସନ୍ଦର ଜିନିଷଟିଏ କିଣି ଆଣିବାରେ ସମର୍ଥ ହେବେ । ରାଜନୀତିରେ ନୂତନ ସମସ୍ୟାରେ ପୀଡିତ ହେବେ । ଛାତ୍ରଛାତ୍ରୀମାନେ ପରୀକ୍ଷାରେ ଉତ୍ତମ ଫଳ ପ୍ରଦର୍ଶନ କରିବେ।
ଅଶ୍ଲେଷା- ଶିକ୍ଷାର୍ଥୀ ମାନେ ସଫଳତା ଦିଗକୁ ଗତି କରିବେ । କୋର୍ଟକଚେରୀ ମାମଲାରେ ଚିନ୍ତାରେ ରହିବେ । କୌଣସି କାର‌୍ୟ୍ୟରେ ମଧ୍ୟସ୍ତି କରନ୍ତୁ ନାହିଁ । ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହିତ ଘରୋପକରଣ ଜିନିଷ ମଧ୍ୟ ଆଣି ପାରନ୍ତି।


ପ୍ରତିକାର- କିଛି ମିଠା ଖାଇ ଘରୁ ବାହାରନ୍ତୁ

 

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :