• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd Mar 2024: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଖୁବ୍ ଲାଭ ଦାୟକ

ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ଦିବା ୦୮.୪୫ ଗତେ ୧ ପାଦ-କୃଷିହାନି-ଭୂମିଦାନ।

Leo

ସିଂହ

Sunday 03 Mar 2024

ମଘା- ମାନସିକ ସ୍ଥିରତା ଦେଖାଦେବା ସହ କାମରେ ପରିଶ୍ରମ କରି ପ୍ରଂଶସିତ ହେବେ ।  ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହୋଇପାରେ । ପ୍ରେମିକ ପ୍ରେମିକାମାନେ ପରସ୍ପରଠାରୁ ଦୂରତ୍ୱ ଅବଲମ୍ବନ କରିବେ।
ପୂ,ଫାଲଗୁନି- ସମାନ ବିଚାରଧାରା ଧନର ଠିକ୍ ଉପଯୋଗ କରିବା ପାଇଁ ଚେଷ୍ଟା କରିବେ । ମହିଳାମାନେ ପରିବାରରେ ପୃଷ୍ଟି ସାଧନ ପାଇଁ ପ୍ରୟାସ କରିବେ । ଲୋକଙ୍କ ସହିତ  ଭେଟ ହେବା ଫଳରେ ଧର୍ମ କାର୍ଯ୍ୟରେ ନିୟୋଜିତ ହୋଇପାରନ୍ତି।
ଉ,ଫାଲଗୁନି- ନିଜର ଚତୁରତା, ଓ ବିବେକ ବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ । କ୍ରୀଡା, ମନୋରଞନ, ନୃତ୍ୟଗୀତ, କଳାସଙ୍ଗୀତ, ଭୋଜିଭାତରେ ଉତ୍ସାହିତ ହେବେ।


ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

 

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :