• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd Mar 2024: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଖୁବ୍ ଲାଭ ଦାୟକ

ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ଦିବା ୦୮.୪୫ ଗତେ ୧ ପାଦ-କୃଷିହାନି-ଭୂମିଦାନ।

Virgo

କନ୍ୟା

Sunday 03 Mar 2024

ଉ,ଫାଲଗୁନି- ସ୍ୱାସ୍ଥ୍ୟ କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ । ଅଧିକ ଭାଗ୍ୟଦାରୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। କର୍ମକ୍ଷେତ୍ରରେ ଅନ୍ୟମାନେ ଆପଣଙ୍କର କର୍ମ କରିବାର ଶୈଳୀକୁ ବୁଝିପାରିବେ ନାହିଁ।
ହସ୍ତା- ରାଜନୀତି କ୍ଷେତ୍ରରେ ନିଜକୁ ସୁରକ୍ଷିତ ରଖି ପାରିବେ । ଶିକ୍ଷାର୍ଥୀମାନେ କିଛି ପରିମାଣରେ ଶୁଭଫଳ ପାଇବେ । ଖଳ ପ୍ରକୃତିର ଲୋକମାନେ ବିରୋଧ ଆଚରଣ କରିପାରନ୍ତି । ବୁଦ୍ଧିମତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ।
ଚିତ୍ରା- କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ। ନୂତନ ଗୃହ ନିର୍ମାଣର ସୁଯୋଗ ଆସିବ । ବିଦ୍ୟାର୍ଥୀମାନେ ପଢାପଢିରେ ମନଭାବ ପ୍ରକାଶ କରିବେ । ଶତ୍ରୁମାନେ ଆପଣଙ୍କୁ ମାଲିମକଦ୍ଦମାରେ ପକାଇ ଖର୍ଚ୍ଚାନ୍ତ କରିପାରନ୍ତି।


ପ୍ରତିକାର -  ସର୍ବକାର୍ଯ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ 

 

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :