• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd Mar 2024: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଖୁବ୍ ଲାଭ ଦାୟକ

ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ଦିବା ୦୮.୪୫ ଗତେ ୧ ପାଦ-କୃଷିହାନି-ଭୂମିଦାନ।

Libra

ତୁଳା

Sunday 03 Mar 2024

ଚିତ୍ରା- ଭାଇ-ଭଉଣୀଙ୍କ ଭିତରେ ସଂପର୍କ ଭଲ ରହିବ । ବ୍ୟବସାୟରେ ସମସ୍ୟା ସତ୍ତ୍ୱେ ଲାଭ ଆଦି ଫଳ ଭୋଗ କରିବେ । ଚାକିରିଆ ଅଫିସ୍ କାମରେ ଦୂର ଜାଗାକୁ ଯାତ୍ରା କରିବେ ।
ସ୍ୱାତୀ- ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦ୍ୱିତା ବଢିବ । ରାଜନୀତି କ୍ଷେତ୍ରରେ ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇଁ ନିଃସଙ୍ଗତା ବୋଧର ପୀଡା ଦୂରେଇ ଯିବ । ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇପାରନ୍ତି ।
ବିଶାଖା- ଗମ୍ଭୀରତାର ସହ ଉଦ୍ୟମ କରନ୍ତୁ ସଫଳତା ପାଇବେ । ଭୂ-ସମ୍ପତ୍ତି କିଣିବାର ଯୋଗ ରହିଛି । କଠିନ ପରିଶ୍ରମ କରିବା ଫଳରେ ବହୁତ ଭଲ ଫଳାଫଳ ପାଇବେ । ନୂତନ ଦ୍ରବ୍ୟ ଲାଭର ସୁଯୋଗ  ରହିଛି ।


ପ୍ରତିକାର – ପର୍ଶୁରାମଙ୍କର ଫଟୋକୁ ପୂଜାର୍ଚ୍ଚନା କରନ୍ତୁ

 

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :