• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd Mar 2024: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଖୁବ୍ ଲାଭ ଦାୟକ

ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ଦିବା ୦୮.୪୫ ଗତେ ୧ ପାଦ-କୃଷିହାନି-ଭୂମିଦାନ।

Scorpio

ବିଛା

Sunday 03 Mar 2024

ବିଶାଖା- ବନ୍ଧୁମାନଙ୍କର ଅପପ୍ରଚାରରୁ ମାନସିକ ଅଶାନ୍ତି ଦେଖା ଦେଇପାରେ । ଜୀବନ ସାଥିଙ୍କ ସହିତ ମଧୁର ସମ୍ବନ୍ଧ ରହିବ । ବ୍ୟବସାୟରେ ଲାଭପ୍ରଦ ହେବେ ଓ ସୈଖିନ ଦ୍ରବ୍ୟ ସଂଗ୍ରହ କରିବେ।
ଅନୁରାଧା- ଋଣ କିମ୍ବା ଉଧାର ନେବାଠାରୁ ଦୂରେଇ ରହିବା ଉଚିତ୍ । ଅଭାବ ଅନଟନ ପାଇଁ ବ୍ୟୟ ସଂକୋଚନ ହେବ । କର୍ମକ୍ଷେତ୍ରରେ କୈାଣସି ବ୍ୟକ୍ତିଙ୍କଠାରୁ ନିଜେ କରିଥିବା ଭୁଲ କଥା ଜାଣିପାରିବେ ।
ଜ୍ୟେଷ୍ଠା- ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ରାଜନୀତିରେ କୈାଣସି କାମକୁ ହାତକୁ ନେବେ । ଘରେ ଚାଲୁଥିବା ମତଭେଦ ମାନସିକ ଚାପ ଦେଇପାରେ ।


ପ୍ରତିକାର – ସିନ୍ଦୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ

 

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :