• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd Mar 2024: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଖୁବ୍ ଲାଭ ଦାୟକ

ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ଦିବା ୦୮.୪୫ ଗତେ ୧ ପାଦ-କୃଷିହାନି-ଭୂମିଦାନ।

Sagittarius

ଧନୁ

Sunday 03 Mar 2024

ମୂଳା- ଅଚିହ୍ନା ଲୋକଙ୍କଠାରୁ ସାହାଯ୍ୟ ପାଇବେ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ । ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ ।  ଆପଣ ନିଜପାଇଁ ସମୟ ବାହାର କରିପାରିବେ ।
ପୂର୍ବାଷାଢା- ଦୂର ଯାତ୍ରାରେ ଲକ୍ଷ୍ୟ ପୂରଣ କରିପାରନ୍ତି । ରାଜନୀତିରେ କୌଣସି ପଦ ବ୍ୟକ୍ତିଙ୍କ ସାନିଧ୍ୟ ପାଇପାରନ୍ତି । ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ ।
ଉତ୍ତରାଷାଢା- କୋର୍ଟ କଚେରୀ ମାମଲାଠୁ ଦୂରରେ ରୁହନ୍ତୁ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । କଳା ବିଦ୍ୟା ପ୍ରତି ଆଗ୍ରହ ସୃଷ୍ଟି ହୋଇପାରେ


ପ୍ରତିକାର – ଗୁରୁଙ୍କର ଗାୟତ୍ରୀ ପାଠ କରନ୍ତୁ

 

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :