• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd Mar 2024: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଖୁବ୍ ଲାଭ ଦାୟକ

ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ଦିବା ୦୮.୪୫ ଗତେ ୧ ପାଦ-କୃଷିହାନି-ଭୂମିଦାନ।

Capricorn

ମକର

Sunday 03 Mar 2024

ଉ,ଷାଢା- ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ପିତା ମାତାଙ୍କ ସ୍ୱାସ୍ଥ୍ୟ ପ୍ରତି ସମସ୍ୟା ଦେଖାଦେଇ ପାରେ । ସଭାସମିତି ଓ ସାଂଗଠନିକ କ୍ଷେତ୍ରରେ ପ୍ରଂଶସିତ ହେବେ।
ଶ୍ରବଣା- ପଛ କଥା ପଛରେ ପକାଇ ଏହି ସମୟର ସଦୁପଯୋଗ କରିପାରିଲେ ଭଲ । ମନରେ ସାହସ ବାନ୍ଧି କୈାଣସି କାମ ଆରମ୍ଭ କରି ପାରିଲେ ଅବଶ୍ୟ ସଫଳତା ପାଇବେ । ବିଦ୍ୟାର୍ଥୀମାନେ ପଢାରେ ସମ୍ମାନ ମିଳିବା ସହିତ ବିଦେଶା ଗତ ହେବାର ସୁଯୋଗ ରହିଛି ।  
ଧନିଷ୍ଠା- ଅଯଥା ଯିବେ ବିବାଦ ଭିତରକୁ ଟାଣି ହୋଇ ଯାଇପାରନ୍ତି । ଯେଉଁ କାର୍ଯ୍ୟ କରିବେ ତାହା ଅପ୍ରିୟ ହୋଇପାରେ । ସ୍ୱାର୍ଥପରତା ଯୋଗୁ ଅନେକ ବନ୍ଧୁ ଆପଣଙ୍କ ଠାରୁ ଦୂରେଇ ଯିବେ।

ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ 

 

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :