• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd March 2023: ଆଜି ଏହି ରାଶିର ବ୍ୟକ୍ତି ଚାକିରି କ୍ଷେତ୍ରରୁ ଖୁସି ଖବର ପାଇପାରନ୍ତି

ସୌର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୩ ତାରିଖ ଶୁକ୍ରବାର, ଚନ୍ଦ୍ର – ମିଥୁନ ଦିବା ୦୮.୫୮ ଗତେ କର୍କଟ, ତିଥି – ୧୧ଶୀ ଦିବା ୦୯.୧୧ ଗତେ ୧୨ଶୀ, ଘାତ ଚନ୍ଦ୍ର – କନ୍ୟା ଦିବା ୦୮.୫୮ ପର୍ଯ୍ୟନ୍ତ, ଘାତ ବାର-ବିଛା, ଧନୁ ଓ ମୀନ, ପୁଷ୍କର ଦୋଷ – ୧ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୦୯.୧୧ ଗତେ ୨ ପାଦ

Aries

ମେଷ

Friday 03 Mar 2023

ଅଶ୍ୱନୀ – ଆପଣଙ୍କ  ମନରେ ଏଭଳି ବିଚାର ଆସିବ । ଯାହା ଦ୍ୱାରା ପ୍ରଗତିର ବାଟ ଖୋଲିବ । ଦାମ୍ପତ୍ୟ ଜୀବନରେ ସାମଞ୍ଜସ୍ୟ ବଜାୟ ରହିବ । ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ ।

ଦ୍ୱିଜା – ଅଫିସରେ ବାକିକାମ ସବୁକୁ ସଂପୂର୍ଣ୍ଣ କରିବେ । ଛାତ୍ରଛାତ୍ରୀମାନେ ପଢାରେ ମନ ଯୋଗରଖି ପାରିବେ ନାହିଁ । କୌଣସି କଥାକୁ ନେଇ ମତାନ୍ତର ଦେଖାଦେଇ ପାରେ । 

କୃତିକା –  ସଡକ ଦୁର୍ଘଟଣାର ସମ୍ଭାବନା ରହିଛି । ପୂର୍ବ କଥାକୁ ନେଇ ମନସ୍ତାପରେ ରହିପାରନ୍ତି । ଧାର ଦେବା ନେବାରେ ନିବୃତ ରୁହନ୍ତୁ । ନିଜ ଜିନିଷ କେଉଁଠି ରଖି ପାସୋରି ଯିବେ ।

ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ତିକାର -  ହନୁମାନଙ୍କର ଚାଳିଶା ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :