• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd March 2023: ଆଜି ଏହି ରାଶିର ବ୍ୟକ୍ତି ଚାକିରି କ୍ଷେତ୍ରରୁ ଖୁସି ଖବର ପାଇପାରନ୍ତି

ସୌର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୩ ତାରିଖ ଶୁକ୍ରବାର, ଚନ୍ଦ୍ର – ମିଥୁନ ଦିବା ୦୮.୫୮ ଗତେ କର୍କଟ, ତିଥି – ୧୧ଶୀ ଦିବା ୦୯.୧୧ ଗତେ ୧୨ଶୀ, ଘାତ ଚନ୍ଦ୍ର – କନ୍ୟା ଦିବା ୦୮.୫୮ ପର୍ଯ୍ୟନ୍ତ, ଘାତ ବାର-ବିଛା, ଧନୁ ଓ ମୀନ, ପୁଷ୍କର ଦୋଷ – ୧ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୦୯.୧୧ ଗତେ ୨ ପାଦ

Taurus

ବୃଷ

Friday 03 Mar 2023

କୃତିକା  - ସ୍ୱାସ୍ଥ୍ୟ ସମସ୍ୟା ଦେଖା ଦେଇପାରେ ।  ଆପଣ ଟିକେ ଆଳସ୍ୟ ଅନୁଭବ କରିବେ । ନୂତନ ଭାବରେ ଆରମ୍ଭ କରୁଥିବା କାର୍ଯ୍ୟରେ ବ୍ୟସ୍ତ ରହିବେ । ସମୟ ଏପରି ହେବ ଯେ ଦୁଇ ପଇସା ଜାଗାରେ ଛ ପଇସା ଖର୍ଚ୍ଚ କରିବାକୁ ପଡିବ ।
ରୋହିଣୀ – କୌଣସି କ୍ଷେତ୍ରରେ ନିବେଶ ପୂର୍ବରୁ ଦେଖିକି ନିବେଶ କରନ୍ତୁ । ଗୃହିଣୀଙ୍କ ଘରକାମରେ ଘର ଲୋକ ସାହାର୍ଯ୍ୟ କରିବେ ।  ରାଜନୀତିରେ ଆର୍ଥିକ ଲାଭ ହୋଇପାରେ । ସତ୍‌ସଙ୍ଗ ଓ ଦେବତା ଦର୍ଶନରେ ମନ ନିବେଶ କରିବେ । 
ମୃଗଶିରା –ବହୁ ଦିନରୁ ସମାଧାନ ହୋଇ ପାରୁନଥିବା ଗୁରୁତ୍ୱପୂର୍ଣ୍ଣ ସମସ୍ୟା ସମାଧାନ ହୋଇଯିବ । କର୍ମକ୍ଷେତ୍ରରେ ଗୁରୁଦାୟିତ୍ୱ ବହନ କରି ବ୍ୟସ୍ତ ବିବ୍ରତ ହୋଇ ପଡିବେ । ମନସ୍ଥାପରେ ସମୟ କଟାଇବେ ଓ ବିରକ୍ତି ଭାବ ପ୍ରକାଶ କରିବେ ।

ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :