• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd March 2023: ଆଜି ଏହି ରାଶିର ବ୍ୟକ୍ତି ଚାକିରି କ୍ଷେତ୍ରରୁ ଖୁସି ଖବର ପାଇପାରନ୍ତି

ସୌର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୩ ତାରିଖ ଶୁକ୍ରବାର, ଚନ୍ଦ୍ର – ମିଥୁନ ଦିବା ୦୮.୫୮ ଗତେ କର୍କଟ, ତିଥି – ୧୧ଶୀ ଦିବା ୦୯.୧୧ ଗତେ ୧୨ଶୀ, ଘାତ ଚନ୍ଦ୍ର – କନ୍ୟା ଦିବା ୦୮.୫୮ ପର୍ଯ୍ୟନ୍ତ, ଘାତ ବାର-ବିଛା, ଧନୁ ଓ ମୀନ, ପୁଷ୍କର ଦୋଷ – ୧ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୦୯.୧୧ ଗତେ ୨ ପାଦ

Gemini

ମିଥୁନ

Friday 03 Mar 2023

ମୃଗଶିରା  - କୌଣସି ସହପାଠୀ ଆପଣଙ୍କର ସାହାର୍ଯ୍ୟ ଆଶା କରିପାରନ୍ତି । ବ୍ୟବସାୟରେ ଲାଭବାନ୍ ହେବେ । ସାଂସାରିକ ଜୀବନରେ ଚିନ୍ତିତ ରହିବେ । ମାନସିକ କର୍ମ କରିବା ଶୈଳୀରେ ପରିବତର୍ତ୍ତନ ଆଣିବେ ଓ କର୍ମ ପାଇଁ ସମ୍ମାନିତ ହେବେ । 
ଆଦ୍ରା -  ମହିଳାମାନେ କର୍ତ୍ତବ୍ୟ ନିଷ୍ଠା ପରାୟଣ ରହିବେ । ଛାତ୍ରଛାତ୍ରୀମାନେ ମାନସିକ ସ୍ତରରେ ଖୁସି ରହିବେ ।  ବ୍ୟସ୍ତତା ଭିତରେ ସମୟ ବିତାଇବେ । କୌଣସି କାର୍ଯ୍ୟ କରିବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ ନିଅନ୍ତୁ । ସମ୍ପତି ବୃଦ୍ଧି ହୋଇପାରେ ।
ପୁନର୍ବସୁ -  ଘର ପାଇଁ ଆସବାବ କ୍ରୟ କରିବେ । ରାଜନୀତି କ୍ଷେତ୍ରରେ ଉଚ୍ଚ ପଦବୀ ହାସଲ କରିପାରନ୍ତି । ଘରର ସୀମା କିମ୍ବା ସମ୍ପତ୍ତିକୁ ନେଇ ଆକସ୍ମିକ କଳହ ଲାଗିପାରେ ।

ପ୍ରତିକାର – ମା ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ 

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :