• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd March 2023: ଆଜି ଏହି ରାଶିର ବ୍ୟକ୍ତି ଚାକିରି କ୍ଷେତ୍ରରୁ ଖୁସି ଖବର ପାଇପାରନ୍ତି

ସୌର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୩ ତାରିଖ ଶୁକ୍ରବାର, ଚନ୍ଦ୍ର – ମିଥୁନ ଦିବା ୦୮.୫୮ ଗତେ କର୍କଟ, ତିଥି – ୧୧ଶୀ ଦିବା ୦୯.୧୧ ଗତେ ୧୨ଶୀ, ଘାତ ଚନ୍ଦ୍ର – କନ୍ୟା ଦିବା ୦୮.୫୮ ପର୍ଯ୍ୟନ୍ତ, ଘାତ ବାର-ବିଛା, ଧନୁ ଓ ମୀନ, ପୁଷ୍କର ଦୋଷ – ୧ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୦୯.୧୧ ଗତେ ୨ ପାଦ

Cancer

କର୍କଟ

Friday 03 Mar 2023

ପୁନର୍ବସୁ -  ଖୁସି ଖବର ଶୁଣି ମନ ପ୍ରଫୁଲ୍ଲିତ ରହିବ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ନୂତନ ବନ୍ଧୁତ୍ୱ ସୃଷ୍ଟି ହୋଇପାରେ ।  ଅନ୍ୟମାନଙ୍କର କଥା ଓ କାର୍ଯ୍ୟକଳାପ ଯୋଗୁ ନିଜକୁ ଅସହାୟ ମନେ କରିବେ ।
ପୁଷ୍ୟା –  ସାମାଜିକ କାର୍ଯ୍ୟରେ ଅଂଶଗ୍ରହଣ କରିବେ । ଅନେକ ଗୁଡିଏ କାମ ଅଟକି ଯାଇ ଥିବାରୁ ଅନ୍ୟମନସ୍କ ରହିବେ । ଯାହାଠାରୁ ଯାହା ପାଇବା ପାଇଁ ପ୍ରତିଶ୍ରୁତି ପାଇଥିଲେ ତାହା ନ ପାଇବାରୁ ପ୍ରତିହିଂସାମୂଳକ ମନଭାବ ପୋଷଣ କରିବେ ।
ଅଶ୍ଳେଷା -  ଆମଦାନୀ ବଢ଼ିବାର ନୂଆ  ଯୋଜନ ମୁଣ୍ଡକୁ ଆସିପାରେ । କୋର୍ଟ,କଚେରୀ ମାମଲା ଆପଣଙ୍କ ସପକ୍ଷରେ ଯିବ । ମହିଳାମାନେ ପୂଜା ପାଠରେ ମନୋନିବେଶ କରିବେ ।  

ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :